ETV Bharat / city

ରାଜ୍ୟରେ ସୁସ୍ଥ ହେଲେ 3404 କୋରୋନା ଆକ୍ରାନ୍ତ - covid patients have recovered

ଆଜି ସୁସ୍ଥ ହେଲେ 3,404 ଜଣ କୋରୋନା ଆକ୍ରାନ୍ତ । ଏହାକୁ ମିଶାଇ ଆଜିସୁଦ୍ଧା 2 ଲକ୍ଷ 20 ହଜାର 388 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସୁସ୍ଥ ହେଲେ 3,404 କୋରୋନା ଆକ୍ରାନ୍ତ
ସୁସ୍ଥ ହେଲେ 3,404 କୋରୋନା ଆକ୍ରାନ୍ତ
author img

By

Published : Oct 9, 2020, 7:58 PM IST

ଭୁବନେଶ୍ବର: ରାଜ୍ୟରେ ଆଜି(ଶୁକ୍ରବାର) ସୁସ୍ଥ ହେଲେ 3,404 ଜଣ କୋରୋନା ଆକ୍ରାନ୍ତ । ଏହାକୁ ମିଶାଇ ଆଜିସୁଦ୍ଧା 2 ଲକ୍ଷ 20 ହଜାର 388 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ କରି ସୂଚନା ଦେଇଛି ।

ଆଜି ଆରୋଗ୍ୟ ହୋଇଥିବା କୋରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬୦୨ ଜଣ ଅଛନ୍ତି । ସେହିପରି କଟକରୁ ୩୭୪, ପୁରୀରୁ ୨୮୯, ଷ୍ଟେଟ ପୁଲରୁ ୧୬୪, ବାଲେଶ୍ବରରୁ ୧୪୮, ମୟୂରଭଞ୍ଜରୁ ୧୩୦, ସମ୍ବଲପୁରରୁ ୧୩୦, କେନ୍ଦୁଝରରୁ ୧୧୬, ବରଗଡ଼ରୁ ୧୦୭, ଯାଜପୁରରୁ ୧୦୬, କେନ୍ଦ୍ରାପଡ଼ାରୁ ୯୮, ଭଦ୍ରକରୁ ୯୨, ଜଗତସିଂହପୁରରୁ ୯୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ସେହିଭଳି ଝାରସୁଗୁଡ଼ାରୁ ୮୬, ଅନୁଗୋଳରୁ ୮୩, ନୂଆପଡ଼ାରୁ ୭୭, ନୟାଗଡ଼ରୁ ୭୪, କଳାହାଣ୍ଡିରୁ ୭୨, କନ୍ଧମାଳରୁ ୭୧, ବଲାଙ୍ଗିରରୁ ୭୦, ଢେଙ୍କାନାଳରୁ ୭୦, ସୁନ୍ଦରଗଡ଼ରୁ ୬୬, କୋରାପୁଟରୁ ୫୨, ନବରଙ୍ଗପୁରରୁ ୫୦, ଗଞ୍ଜାମରୁ ୪୮, ସୁବର୍ଣ୍ଣପୁରରୁ ୪୮, ମାଲକାନଗିରିରୁ ୩୮, ବୌଦ୍ଧରୁ ୨୨, ଗଜପତିରୁ ୧୮, ଦେବଗଡ଼ରୁ ୧୧ ଓ ରାୟଗଡ଼ାରୁ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.