ETV Bharat / city

Odisha Corona Report: ଦିନକରେ ୨୬୪ ସଂକ୍ରମିତ ଚିହ୍ନଟ

author img

By

Published : Nov 27, 2021, 11:07 AM IST

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ପୁଣି ଚିହ୍ନଟ ହେଲେ ୨୬୪ ନୂଆ ସଂକ୍ରମିତ । ସେଥି ମଧ୍ୟରୁ ୪୧ ଜଣ ୧୮ ବର୍ଷରୁ କମ୍ ବୟସ୍କ ଥିବା ସୂଚନା । ଅଧିକ ପଢନ୍ତୁ

Odisha Corona Report: ଦିନକରେ ୨୬୪ ସଂକ୍ରମିତ ଚିହ୍ନଟ
Odisha Corona Report: ଦିନକରେ ୨୬୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କମୁଛି ବଢୁଛି କୋରୋନାର ଦୈନିକ ସଂକ୍ରମଣ ( Odisha Corona Report)। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ପୁଣି ଚିହ୍ନଟ ହେଲେ ୨୬୪ ନୂଆ ସଂକ୍ରମିତ । ସେଥି ମଧ୍ୟରୁ ୪୧ ଜଣ ୧୮ ବର୍ଷରୁ କମ୍ ବୟସ୍କ ଥିବା ସୂଚନା । ନୂଆ ସଂକ୍ରମିତଙ୍କ ମଧ୍ୟରେ ୧୫୪ଜଣ କ୍ବାରେଣ୍ଟାଇନ ଏବଂ ୧୧୦ଜଣ ସ୍ଥାନୀୟ ସଂକ୍ରମଣ ମାମଲା ରହିଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ବରରୁ ୫, ବରଗଡରୁ ୪, ଭଦ୍ରକରୁ ୧, କଟକରୁ ୧୪, ଦେବଗଡରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୩, ଯାଜପୁରରୁ ୮, ଝାରସୁଗୁଡାରୁ ୪, କନ୍ଧମାଳରୁ ୧, କେନ୍ଦ୍ରପଡାରୁ ୨, କୋରାପୁଟରୁ ୧, ମୟୂରଭଞ୍ଜରୁ ୨୬, ନୟାଗଡରୁ ୧, ପୁରୀରୁ ୫, ସମ୍ବଲପୁରରୁ ୯, ସୁନ୍ଦରଗଡରୁ ୧୬ ଓ ଷ୍ଟେଟ ପୋଲରୁ ୨୮ଜଣ ସଂକ୍ରମଣ ମାମଲା ରହିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୪୯୨ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.