ETV Bharat / city

Odisha Corona Report: ଦିନକରେ ଚିହ୍ନଟ ହେଲେ ୨୨୮ ଆକ୍ରାନ୍ତ - କୋରୋନା ସଂକ୍ରମଣ ଅପଡେଟ ଓଡିଶା

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୮ କୋରୋନା ପଜିଟିଭ ଚିହ୍ନଟ । ୩୫ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ । ଅଧିକ ପଢନ୍ତୁ

Odisha Corona Report: ଦିନକରେ ଚିହ୍ନଟ ହେଲେ ୨୨୮ ଆକ୍ରାନ୍ତ

author img

By

Published : Nov 30, 2021, 10:57 AM IST

ଭୁବନେଶ୍ବର: ରାଜ୍ୟରେ ଦିନେ କମିଲେ ଦିନେ ବଢୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୮ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୫ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୧୩୪ ଜଣ ଥିବାବେଳେ ୯୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୯୬ ଜଣ ଥିବାବେଳେ ଅନୁଗୋଳରୁ ୨, ବାଲେଶ୍ବରରୁ ୧, ବରଗଡରୁ ୧, ଭଦ୍ରକରୁ ୧, ବଲାଙ୍ଗୀରରୁ ୩, କଟକରୁ ୧୭, ଢେଙ୍କାନାଳରୁ ୧, ଗଞ୍ଜାମରୁ୫, ଜଗତସିଂହପୁରରୁ ୪, ଯାଜପୁରରୁ ୭, ଝାରସୁଗୁଡାରୁ ୩, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୩, କୋରାପୁଟରୁ ୨, ମୟୂରଭଞ୍ଜରୁ୨୧, ନବରଙ୍ଗପୁରରୁ ୧, ନୟାଗଡରୁ୨, ପୁରୀରୁ ୧୦, ସମ୍ବଲପୁରରୁ ୧୧, ସୋନପୁରରୁ ୨, ସୁନ୍ଦରଗଡରୁ ୫ ଏବଂ ଷ୍ଟେଟ ପୁଲ୍‌ରୁ ୨୩ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୧୦୮ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.