ETV Bharat / city

Odisha Corona Report: ଦିନକରେ ଚିହ୍ନଟ ହେଲେ ୨୫୨ ଆକ୍ରାନ୍ତ - କୋରୋନା ସଂକ୍ରମଣ ଅପଡେଟ ଓଡିଶା

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୨ କୋରୋନା ପଜିଟିଭ ଚିହ୍ନଟ (Odisha Corona Cases ) ହୋଇଛନ୍ତି । ୪ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ ସଂକ୍ରମିତ । ଅଧିକ ପଢନ୍ତୁ

Odisha Corona Report: ଦିନକରେ ଚିହ୍ନଟ ହେଲେ ୨୫୨ ଆକ୍ରାନ୍ତ

author img

By

Published : Dec 2, 2021, 10:11 AM IST

Updated : Dec 2, 2021, 11:25 AM IST

ଭୁବନେଶ୍ବର: ରାଜ୍ୟରେ ଦିନେ କମିଲେ ଦିନେ ବଢୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୨ କୋରୋନା ପଜିଟିଭ ଚିହ୍ନଟ ( odisha corona cases) ହୋଇଛନ୍ତି ଓ ୨ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫୪ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରରୁ ୧୪୮ ଜଣ ଥିବାବେଳେ ୧୦୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ଖୋର୍ଦ୍ଧାରୁ ସର୍ବାଧିକ ୧୧୩ ଜଣ ଥିବାବେଳେ ବାଲେଶ୍ବରରୁ ୫, ଭଦ୍ରକରୁ ୨, ବଲାଙ୍ଗୀରରୁ ୫, ବୌଦ୍ଧରୁ ୧, କଟକରୁ ୧୯, ଢେଙ୍କାନାଳରୁ ୩, ଗଞ୍ଜାମରୁ୧, ଜଗତସିଂହପୁରରୁ ୩, ଯାଜପୁରରୁ ୮, ଝାରସୁଗୁଡାରୁ ୪, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୧, ମୟୂରଭଞ୍ଜରୁ ୮, ନୟାଗଡରୁ ୨, ପୁରୀରୁ ୩, ସମ୍ବଲପୁରରୁ ୧୩, ସୁନ୍ଦରଗଡରୁ ୧୬ ଏବଂ ଷ୍ଟେଟ ପୁଲ୍‌ରୁ ୨୭ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୫୯୭ରେ ପହଞ୍ଚିଥିବାବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ହଜାର ୪୧୫ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Dec 2, 2021, 11:25 AM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.