ETV Bharat / city

Odisha Corona Report: ଦିନକରେ ଚିହ୍ନଟ ହେଲେ ୨୭୦ ଆକ୍ରାନ୍ତ

author img

By

Published : Dec 3, 2021, 10:23 AM IST

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୦ କୋରୋନା ପଜିଟିଭ ଚିହ୍ନଟ ( odisha corona cases) । ସଂକ୍ରମିତଙ୍କ ମଧ୍ୟରୁ ୫୭ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ । ଅଧିକ ପଢନ୍ତୁ

Odisha Corona Report: ଦିନକରେ ଚିହ୍ନଟ ହେଲେ ୨୭୦ ଆକ୍ରାନ୍ତ
Odisha Corona Report: ଦିନକରେ ଚିହ୍ନଟ ହେOdisha Corona Report: ଦିନକରେ ଚିହ୍ନଟ ହେଲେ ୨୭୦ ଆକ୍ରାନ୍ତଲେ ୨୭୦ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କମୁଛି ବଢୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୦ କୋରୋନା ପଜିଟିଭ ଚିହ୍ନଟ ( odisha corona cases) ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫୭ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ରହିଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରରୁ ୧୫୯ ଓ ୧୧୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ଖୋର୍ଦ୍ଧାରୁ ସର୍ବାଧିକ ୧୨୪ ଜଣ ଥିବାବେଳେ ଅନୁଗୋଳରୁ ୨, ବାଲେଶ୍ବରରୁ୪, ଭଦ୍ରକରୁ୧, ବଲାଙ୍ଗୀରରୁ ୩, କଟକରୁ ୧୬, ଢେଙ୍କାନାଳରୁ ୨୦, ଗଞ୍ଜାମରୁ୪, ଜଗତସିଂହପୁରରୁ ୧, ଯାଜପୁରରୁ ୧୦, ଝାରସୁଗୁଡାରୁ ୯, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୨, ମୟୂରଭଞ୍ଜରୁ ୧୦, ନବରଙ୍ଗପୁରରୁ ୧, ନୟାଗଡରୁ ୨, ପୁରୀରୁ ୫, ସମ୍ବଲପୁରରୁ ୭, ସୁନ୍ଦରଗଡରୁ ୧୪ ଏବଂ ଷ୍ଟେଟ ପୁଲ୍‌ରୁ ୩୦୭ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୮୬୭ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.