ETV Bharat / city

STATE CORONA: ଦିନକରେ ୧୧୯୩ ପଜିଟିଭ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୩ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...

STATE CORONA:  ଦିନକରେ ୧୧୯୩ ପଜିଟିଭ ଚିହ୍ନଟ
STATE CORONA: ଦିନକରେ ୧୧୯୩ ପଜିଟିଭ ଚିହ୍ନଟ
author img

By

Published : Aug 13, 2021, 8:50 AM IST

ଭୁବନେଶ୍ବର: ରାଜ୍ୟରେ ଗୋଟିଏ ଦିନ କୋରୋନା ସଂକ୍ରମଣ ହଜାର ତଳକୁ ଖସିବା ପରେ ଏବେ କିନ୍ତୁ ପୁଣି ଉପରମୁହାଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୩ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୬୯୫ ଜଣ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୯୮ଟି ଲୋକାଲ କେସ ରହିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୯୨ ହଜାର ୩୭୫ରେ ପହଞ୍ଚିଛି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୪୯, ବାଲେଶ୍ବରରୁ ୬୯, ବରଗଡ଼ରୁ ୧୦, ଭଦ୍ରକରୁ ୧୫, ବଲାଙ୍ଗୀରରୁ ୯, କଟକରୁ ୧୬୧, ଦେବଗଡ଼ରୁ ୫, ଢେଙ୍କାନାଳରୁ ୩୧, ଗଜପତିରୁ ୨, ଗଞ୍ଜାମରୁ ୧୩, ଜଗତସିଂହପୁରରୁ ୫୬, ଯାଜପୁରରୁ ୫୦, ଝାରସୁଗୁଡାରୁ ୧୦ , କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୨୯, କେନ୍ଦୁଝରରୁ ୨୦, କୋରାପୁଟରୁ ୪, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୨୨, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୩୯, ନୂଆପଡାରୁ ୨, ପୁରୀରୁ ୩୪, ରାୟଗଡ଼ାରୁ ୯, ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୧୦, ଷ୍ଟେଟ ପୁଲ୍‌ରୁ ୯୬ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.