ETV Bharat / city

କୋରୋନା କବଳରେ କିଶୋର-କିଶୋରୀ, ଆଜି ପୁଣି 96 ଆକ୍ରାନ୍ତ - କୋରୋନା ସଂକ୍ରମଣ

ଆଜି ପୁଣି ୯୬ ଜଣ ୧୮ ବର୍ଷରୁ କମ ବୟସ୍କ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୨୦ କୋରୋନା ପଜିଟିଭ ଚିହ୍ନଟ । ଅଧିକ ପଢନ୍ତୁ....

ତଳ ମୁହାଁ କୋରୋନା ସଂକ୍ରମଣ, ଦିନକରେ ୭୨୦ ପଜିଟିଭ ଚିହ୍ନଟ

author img

By

Published : Aug 17, 2021, 9:02 AM IST

ଭୁବନେଶ୍ବର: କୋରୋନା କବଳରେ ଶିଶୁ ଓ କିଶୋର-କିଶୋରୀ । ଆଜି ପୁଣି ୯୬ ଜଣ ୧୮ ବର୍ଷରୁ କମ ବୟସ୍କ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୨୦ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୯୬ ହଜାର ୧୫୩ରେ ପହଞ୍ଚିଛି । ୪୨୧ ଜଣ କ୍ବାରେଣ୍ଟାଇନରୁ ଏବଂ ୨୯୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛିନ୍ତି। ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ଅନୁଗୁଳରୁ ୧୫, ବାଲେଶ୍ବରରୁ ୧୯, ବରଗଡ଼ରୁ ୨, ଭଦ୍ରକରୁ ୨୨, ବଲାଙ୍ଗୀରରୁ ୪, ବୌଦ୍ଧରୁ ୧, କଟକରୁ ୯୧, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୫, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩୩, ଯାଜପୁରରୁ ୨୮, ଝାରସୁଗୁଡାରୁ ୩, କଳାହାଣ୍ତିରୁ ୫, କନ୍ଧମାଳରୁ ୯, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୧୧, କୋରାପୁଟରୁ ୩, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୨୯, ନୟାଗଡ଼ରୁ ୧୮, ନବରଙ୍ଗପୁରରୁ ୧, ନୂଆପଡ଼ାରୁ ୨, ପୁରୀ ୧୬, ରାୟଗଡ଼ାରୁ ୮, ସମ୍ବଲପୁରରୁ ୬, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୧୧ ଏବଂ ଷ୍ଟେଟ ପୁଲ୍‌ରୁ ୬୦ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.