ETV Bharat / city

STATE CORONA: ଦିନକରେ 638 ପଜିଟିଭ, ଅଛନ୍ତି ୧୧୦ ଶିଶୁ

author img

By

Published : Aug 31, 2021, 9:18 AM IST

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୮ କୋରୋନା ପଜିଟିଭ ଚିହ୍ନଟ । ଅଧିକ ପଢନ୍ତୁ...

STATE CORONA: ଦିନକରେ ୧୧୦ ଶିଶୁ କୋରୋନା ସଂକ୍ରମିତ

ଭୁବନେଶ୍ବର: ବଢୁଛି ଶିଶୁ ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଏବେ ଦୈନିକ ଶିଶୁ ସଂକ୍ରମିତ ୧୦୦ ପାର କରୁଥିବା ବେଳେ ଆଜି ମଧ୍ୟ ଏହା ୧୦୦ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୮ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରୁ ୧୧୦ ଜଣ ୧୮ ବର୍ଷ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଯାହା ତୃତୀୟ ଲହର ଭୟକୁ ଆହୁରି ଦ୍ବିଗୁଣିତ କରୁଛି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୩୬୭ ଜଣ ଥିବା ବେଳେ ୨୭୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

  • Covid-19 Report For 30th August

    New Positive Cases: 638
    Of which 0-18 years: 110
    In quarantine: 367
    Local contacts: 271

    (Details of local contacts will be shared by concerned Dist Administration)

    District Wise Cases:

    1. Angul: 16
    2. Balasore: 23
    3. Bargarh: 6

    — I & PR Department, Odisha (@IPR_Odisha) August 31, 2021 " class="align-text-top noRightClick twitterSection" data=" ">

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୬୦ ଜଣ ଥିବାବେଳେ ଅନୁଗୋଳରୁ ୧୬, ବାଲେଶ୍ବରରୁ ୨୩, ବରଗଡ଼ରୁ ୬, ଭଦ୍ରକରୁ ୧୨, ବୌଦ୍ଧରୁ ୧୨, କଟକରୁ ୫୭, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୧୦, ଗଞ୍ଜାମରୁ ୪, ଜଗତସିଂହପୁରରୁ ୧୯, ଯାଜପୁରରୁ ୩୪, ଝାରସୁଗୁଡାରୁ ୪, କଳାହାଣ୍ତିରୁ ୧, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୨୧, କେନ୍ଦୁଝରରୁ ୨, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୨୦, ନୟାଗଡ଼ରୁ ୭, ନୂଆପଡାରୁ ୨, ପୁରୀ ୨୧, ରାୟଗଡ଼ାରୁ ୭, ସମ୍ବଲପୁରରୁ ୭, ସୁନ୍ଦରଗଡ଼ରୁ ୧୯ ଏବଂ ଷ୍ଟେଟ ପୁଲ୍‌ରୁ ୫୭ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୭ହଜାର ୭୫୦ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.