ETV Bharat / city

STATE CORONA: 638 ପଜିଟିଭ, ୯୩ ଶିଶୁ ଆକ୍ରାନ୍ତ - ସଂକ୍ରମଣ

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୮ କୋରୋନା ପଜିଟିଭ ଚିହ୍ନଟ । ଅଧିକ ପଢନ୍ତୁ....

STATE CORONA: ପୁଣି ୯୩ ଶିଶୁ ଆକ୍ରାନ୍ତ
STATE CORONA: ପୁଣି ୯୩ ଶିଶୁ ଆକ୍ରାନ୍ତ
author img

By

Published : Sep 7, 2021, 9:58 AM IST

ଭୁବନେଶ୍ବର: ରାଜ୍ୟରେ ବଢୁଛି ଶିଶୁ ସଂକ୍ରମଣ ଚିନ୍ତା । ଦୈନିକ ଶିଶୁ ସଂକ୍ରମିତ ୧୦୦ ପାର କରୁଥିବା ବେଳେ ଆଜି ଏହା ୧୦୦ ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୮ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରୁ ୯୩ ଜଣ ୧୮ ବର୍ଷ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୩୭୨ ଜଣ ଥିବା ବେଳେ ୨୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୪୫ ଜଣ ଥିବାବେଳେ ଅନୁଗୋଳରୁ ୧୭, ବାଲେଶ୍ବରରୁ ୩୩, ବରଗଡ଼ରୁ ୭, ଭଦ୍ରକରୁ ୧୪, ବଲାଙ୍ଗୀରରୁ ୨, ବୌଦ୍ଧରୁ ୧, କଟକରୁ୬୬, ଦେବଗଡ଼ରୁ ୩, ଢେଙ୍କାନାଳରୁ ୯, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୨, ଯାଜପୁରରୁ ୩୨, ଝାରସୁଗୁଡାରୁ ୨, କଳାହାଣ୍ତିରୁ ୨, କେନ୍ଦ୍ରାପଡ଼ାରୁ ୧୫, କେନ୍ଦୁଝରରୁ ୧୪, କୋରାପୁଟ ୩, ମାଲକାନଗିରିରୁ ୫, ମୟୂରଭଞ୍ଜରୁ ୨୨, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୨, ପୁରୀ ୧୮, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୪, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୫ ଏବଂ ଷ୍ଟେଟ ପୁଲ୍‌ରୁ୫୨ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୧୨ହଜାର ୮୦୫ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.