ETV Bharat / city

STATE CORONA: ୨୪ ଘଣ୍ଟାରେ ୫୨୬ ପଜିଟିଭ ଚିହ୍ନଟ, ୬୮ ଶିଶୁ ଆକ୍ରାନ୍ତ

author img

By

Published : Oct 9, 2021, 11:00 AM IST

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୬ କୋରୋନା ସଂକ୍ରମିତ ଚିହ୍ନଟ । ସେଥି ମଧ୍ୟରୁ ୬୮ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ । ଅଧିକ ପଢନ୍ତୁ...

STATE CORONA: ୨୪ ଘଣ୍ଟାରେ ୫୨୬ ପଜିଟିଭ ଚିହ୍ନଟ,୬୮ ଶିଶୁ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୨୬ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୮ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୩୦୩ ଜଣ ଥିବା ବେଳେ ୨୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୩୩ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୋଳରୁ ୩, ବାଲେଶ୍ବରରୁ ୩୩, ବରଗଡରୁ ୨, ଭଦ୍ରକରୁ୩, ବଲାଙ୍ଗୀରରୁ ୧, କଟକରୁ ୬୩, ଦେବଗଡରୁ ୩, ଗଜପତିରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧୬, ଯାଜପୁରରୁ ୧୩, ଝାରସୁଗୁଡା ୧, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୪, କୋରାପୁଟରୁ୪, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୨୯, ନୟାଗଡ ୨, ପୁରୀ ୧୧, ରାୟଗଡାରୁ ୨, ସମ୍ବଲପୁରରୁ ୭, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୯ ଏବଂ ଷ୍ଟେଟ ପୁଲ୍‌ରୁ ୫୫ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.