ETV Bharat / city

STATE CORONA: ଦିନକରେ ୪୬୭ ପଜିଟିଭ ଚିହ୍ନଟ, ୮୬ ଶିଶୁ ଆକ୍ରାନ୍ତ

author img

By

Published : Oct 22, 2021, 10:34 AM IST

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮୬ ଜଣ ଶିଶୁ ଆକ୍ରାନ୍ତ ଚିହ୍ନଟ । ଅଧିକ ପଢନ୍ତୁ...

STATE CORONA: ଦିନକରେ ୪୬୭ ପଜିଟିଭ ଚିହ୍ନଟ, ୮୬ ଶିଶୁ ଆକ୍ରାନ୍ତ
STATE CORONA: ଦିନକରେ ୪୬୭ ପଜିଟିଭ ଚିହ୍ନଟ, ୮୬ ଶିଶୁ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କ୍ରମଶଃ ହ୍ରାସ ପାଇବାରେ ଲାଗିଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮୬ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୨୭୨ ଜଣ ଥିବାବେଳେ ୧୯୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୪୩ ଜଣ ଥିବାବେଳେ ଅନୁଗୋଳରୁ ୪, ବାଲେଶ୍ବରରୁ ୧୬, ବରଗଡରୁ ୧, ଭଦ୍ରକରୁ ୬, ବଲାଙ୍ଗୀରରୁ ୧, ବୌଦ୍ଧରୁ ୫, କଟକରୁ ୩୬, ଢେଙ୍କାନାଳରୁ ୪, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧୩, ଯାଜପୁରରୁ ୮, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୨, ମୟୂରଭଞ୍ଜରୁ ୧୦, ନୟାଗଡରୁ୬, ପୁରୀରୁ ୫, ରାୟଗଡାରୁ ୧୩, ସମ୍ବଲପୁରରୁ ୧୪, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୮ ଏବଂ ଷ୍ଟେଟ ପୁଲ୍‌ରୁ ୫୭ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୫୨୩ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.