ETV Bharat / city

STATE CORONA: ଦିନକରେ ୪୮୮ ପଜିଟିଭ, ୭୭ ଶିଶୁ ଆକ୍ରାନ୍ତ - କୋରୋନା ଆକ୍ରାନ୍ତ

ଗତ ୨୪ ଘଣ୍ଟା ମଧ୍ୟରେ ୪୮୮ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୭ ଶିଶୁ କୋରୋନା ଆକ୍ରାନ୍ତ । ଅଧିକ ପଢନ୍ତୁ...

STATE CORONA: ଦିନକରେ  ୪୮୮ ପଜିଟିଭ, ୭୭  ଶିଶୁ ଆକ୍ରାନ୍ତ

author img

By

Published : Oct 31, 2021, 10:26 AM IST

ଭୁବନେଶ୍ବର: ରାଜ୍ୟରେ କମୁଛି ବଢୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୪୮୮ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୭ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୨୮୫ ଜଣ ଥିବା ବେଳେ ୨୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୫୦ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୋଳରୁ ୧, ବାଲେଶ୍ବରରୁ ୫, ଭଦ୍ରକରୁ ୩, କଟକରୁ ୫୪, ଦେବଗଡରୁ ୨, ଢେଙ୍କାନାଳରୁ ୫, ଗଜପତିରୁ ୫, ଗଞ୍ଜାମରୁ ୮, ଜଗତସିଂହପୁରରୁ ୯, ଯାଜପୁରରୁ ୯, ଝାରସୁଗୁଡା ୩, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୮, କେନ୍ଦୁଝରରୁ ୧, କୋରାପୁଟରୁ ୧, ମୟୂରଭଞ୍ଜରୁ ୧୯, ନୟାଗଡ ୨, ନୂଆପଡାରୁ ୧, ପୁରୀ ୧୫, ରାୟଗଡାରୁ ୬, ସମ୍ବଲପୁରରୁ ୧୨, ସୁନ୍ଦରଗଡ଼ରୁ ୧୩ ଏବଂ ଷ୍ଟେଟ ପୁଲ୍‌ରୁ ୫୩ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୪୫୭୦ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.