ETV Bharat / city

ODISHA CORONA: ଦିନକରେ ୨୪୨ କୋରୋନା ପଜିଟିଭ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୨କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୫ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଅଧିକ ପଢନ୍ତୁ

ODISHA CORONA: ଦିନକରେ ୨୪୨କୋରୋନା ପଜିଟିଭ ଚିହ୍ନଟ

author img

By

Published : Nov 19, 2021, 11:06 AM IST

ଭୁବନେଶ୍ବର: ରାଜ୍ୟରେ କମୁଛି ବଢୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୨କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୫ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୧୪୧ ଜଣ ଥିବାବେଳେ ୧୦୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୨୦ଜଣ ଥିବାବେଳେ ଅନୁଗୋଳରୁ ୧, ବାଲେଶ୍ବରରୁ ୭, ବରଗଡରୁ୬, ଭଦ୍ରକରୁ ୨, କଟକରୁ ୧୮, ଜଗତସିଂହପୁରରୁ ୩, ଯାଜପୁରରୁ ୫, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୪, କୋରାପୁଟରୁ 2, ମାଲକାନଗିରିରୁ୨, ମୟୂରଭଞ୍ଜରୁ ୨୪, ନୟାଗଡରୁ ୨, ପୁରୀରୁ ୪, ସମ୍ବଲପୁରରୁ ୭, ସୁନ୍ଦରଗଡ଼ରୁ ୪ ଏବଂ ଷ୍ଟେଟପୁଲ୍‌ରୁ ୨୮ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୫୫୯ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.