ETV Bharat / city

ODISHA CORONA: ଦିନକରେ ୨୦୫ ପଜିଟିଭ ଚିହ୍ନଟ

author img

By

Published : Nov 21, 2021, 10:08 AM IST

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୫ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ । ଅଧିକ ପଢନ୍ତୁ

ODISHA CORONA: ଦିନକରେ ୨୦୫ ପଜିଟିଭ ଚିହ୍ନଟ
ODISHA CORONA: ଦିନକରେ ୨୦୫ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କମୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୫ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୧୧୯ ଜଣ ଥିବାବେଳେ ୮୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୦୭ଜଣ ଥିବାବେଳେ ବାଲେଶ୍ବରରୁ ୫, ବରଗଡରୁ୧, ବଲାଙ୍ଗୀରରୁ ୧, ବୌଦ୍ଧରୁ ୫, କଟକରୁ ୧୦, ଦେବଗଡରୁ ୧, ଗଞ୍ଜାମରୁ ୧, ଜଗତସିଂହପୁରରୁ ୩, ଯାଜପୁରରୁ୬୫, କଳାହାଣ୍ଡିରୁ ୩, କେନ୍ଦ୍ରାପଡ଼ାରୁ ୨, ମୟୂରଭଞ୍ଜରୁ ୫, ନୟାଗଡରୁ ୪, ପୁରୀରୁ ୧, ରାୟଗଡାରୁ ୧, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୨୨ ଏବଂ ଷ୍ଟେଟପୁଲ୍‌ରୁ ୨୪ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୦୦୩ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.