ETV Bharat / city

ODISHA CORONA: ଦିନକରେ ୧୭୧ ପଜିଟିଭ ଚିହ୍ନଟ

author img

By

Published : Nov 22, 2021, 10:46 AM IST

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୧ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୪ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ । ଅଧିକ ପଢନ୍ତୁ

ODISHA CORONA: ଦିନକରେ ୧୭୧ ପଜିଟିଭ ଚିହ୍ନଟ
ODISHA CORONA: ଦିନକରେ ୧୭୧ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କମୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୧ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୪ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୯୮ ଜଣ ଥିବାବେଳେ ୭୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୭୬ଜଣ ଥିବାବେଳେ ଅନୁଗୋଳରୁ ୧, ବାଲେଶ୍ବରରୁ ୫, ବରଗଡରୁ୧, ବୌଦ୍ଧରୁ ୩, କଟକରୁ ୧୦, ଢେଙ୍ଗାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୭, ଜଗତସିଂହପୁରରୁ ୧, ଯାଜପୁରରୁ୭, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଢରରୁ ୧, ମୟୂରଭଞ୍ଜରୁ ୫, ପୁରୀରୁ ୫, ରାୟଗଡାରୁ ୧, ସମ୍ବଲପୁରରୁ ୧୩, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୫ ଏବଂ ଷ୍ଟେଟପୁଲ୍‌ରୁ ୧୮ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୧୭୪ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ , ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.