ETV Bharat / city

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ୟୁକ୍ରେନ ଫେରନ୍ତା ଛାତ୍ରଛାତ୍ରୀ - କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ୟୁକ୍ରେନ୍ ଫେରନ୍ତା ଛାତ୍ରଛାତ୍ରୀ

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ୟୁକ୍ରେନ୍ ଫେରନ୍ତା ଛାତ୍ରଛାତ୍ରୀ ଏବଂ ସେମାନଙ୍କ ଅଭିଭାବକ । ଅଧିକ ପଢନ୍ତୁ

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ୟୁକ୍ରେନ ଫେରନ୍ତା ଛାତ୍ରଛାତ୍ରୀ

author img

By

Published : Apr 17, 2022, 7:26 AM IST

ଭୁବନେଶ୍ବର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ୟୁକ୍ରେନ୍ ଫେରନ୍ତା ଛାତ୍ରଛାତ୍ରୀ ଏବଂ ସେମାନଙ୍କ ଅଭିଭାବକ । ପ୍ରଭାବିତ ହୋଇଥିବା ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ଭାରତ ତଥା ଓଡିଶାରେ ଥିବା ବିଭିନ୍ନ ମେଡିକାଲ କଲେଜରେ ପାଠ ପଢିବା ପାଇଁ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି ଛାତ୍ରଛାତ୍ରୀ ।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ୟୁକ୍ରେନ ଫେରନ୍ତା ଛାତ୍ରଛାତ୍ରୀ
ଯୁଦ୍ଧ ପାଇଁ ଡାକ୍ତରୀ ପଢା ପ୍ରଭାବିତ ହୋଇ ଥିବାବେଳେ କେବେ ପରିସ୍ଥିତି ସ୍ବାଭାବିକ ହେବ ତାହା ଅସମ୍ଭବ ହୋଇପଡିଛି । ତେଣୁ ପ୍ରଭାବିତ ହୋଇଥିବା ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ଭାରତ ତଥା ଓଡିଶାରେ ଥିବା ବିଭିନ୍ନ ମେଡିକାଲ କଲେଜରେ ପାଠ ପଢିବା ପାଇଁ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି । ଏନେଇ ଶନିବାର ସନ୍ଧ୍ୟାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କୁ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଭେଟିଛନ୍ତି ଛାତ୍ରଛାତ୍ରୀ । ଋଷ ୟୁକ୍ରେନ ମଧ୍ୟରେ ଘମାଘୋଟ ଯୁଦ୍ଧ ଚାଲି ଥିବାବେଳେ ସମସ୍ତ ମେଡ଼ିକାଲ ଓ ଅନ୍ୟ ବିଭାଗରେ ପାଠପଢୁଥିବା ଛାତ୍ରଛାତ୍ରୀ ପ୍ରତ୍ୟାବର୍ତ୍ତନ କରିଥିଲେ ଭାରତକୁ । ବର୍ତ୍ତମାନ ପାଠପଢ଼ା ଚିନ୍ତାରେ ରହିଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ ।ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.