ଭୁବନେଶ୍ବର: ଆଜି ପ୍ରକାଶ ପାଇଛି +2 କଳା ଓ ଧନ୍ଦାମୂଳକ ରେଜଲ୍ଟ । ଚଳିତ ବର୍ଷ କଳା ବିଭାଗରେ ମୋଟ ପାସହାର ୮୯.୪୯% ରହିଛି । ଧନ୍ଦାମୂଳକରେ ପାସହାର ରହିଛି ୯୯.୧୬% । ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା ବିଭାଗରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
-
ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା ବିଭାଗ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ । ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।
— Dharmendra Pradhan (@dpradhanbjp) August 14, 2021 " class="align-text-top noRightClick twitterSection" data="
">ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା ବିଭାଗ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ । ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।
— Dharmendra Pradhan (@dpradhanbjp) August 14, 2021ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା ବିଭାଗ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ । ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।
— Dharmendra Pradhan (@dpradhanbjp) August 14, 2021
ଟ୍ବିଟ୍ ଯୋଗେ ଧର୍ମେନ୍ଦ୍ର ଶୁଭେଚ୍ଛା ଜଣାଇ କହିଛନ୍ତି, 'ମୁଁ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି' ।
ଉଲ୍ଲେଖଯୋଗ୍ୟ, ମହାମାରୀ ଯୋଗୁଁ ଚଳିତ ବର୍ଷ ବିକଳ୍ପ ମୂଲ୍ୟାୟନ ବ୍ୟବସ୍ଥାରେ ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପାଇଛି । ପୂର୍ବରୁ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ବାହାରିଥିବାବେଳେ ଆଜି କଳା ଓ ଧନ୍ଦାମୂଳକ ରେଜଲ୍ଟ ବାହାର କରିଛି ବୋର୍ଡ ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ