ETV Bharat / city

ଆରଟିପିସିଆର୍ ଟେଷ୍ଟ ରିପୋର୍ଟ ଦେଖାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

author img

By

Published : Apr 12, 2021, 9:57 PM IST

କୋଲକାତାରୁ ସୋମବାର ଭୁବନେଶ୍ବରରେ ପହଁଚିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିମାନ ବନ୍ଦରରେ ପହଁଚିବା ପରେ ରାଜ୍ୟ ସରକାରଙ୍କ କୋଭିଡ୍ ନିୟମ ଅନୁସାରେ ନିଜର ଆରଟିପିସିଆର ଟେଷ୍ଟ ରିପୋର୍ଟକୁ ଦେଖାଇଛନ୍ତି ଧର୍ମେନ୍ଦ୍ର । ଏହା ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି ଧର୍ମେନ୍ଦ୍ର । ଅଧିକ ପଢନ୍ତୁ...

ଆରଟିପିସିଆର୍ ଟେଷ୍ଟ ରିପୋର୍ଟ ଦେଖାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆରଟିପିସିଆର୍ ଟେଷ୍ଟ ରିପୋର୍ଟ ଦେଖାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: କୋଲକାତାରୁ ସୋମବାର ଭୁବନେଶ୍ବରରେ ପହଁଚିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିମାନ ବନ୍ଦରରେ ପହଁଚିବା ପରେ ରାଜ୍ୟ ସରକାରଙ୍କ କୋଭିଡ୍ ନିୟମ ଅନୁସାରେ ନିଜର ଆରଟିପିସିଆର ଟେଷ୍ଟ ରିପୋର୍ଟକୁ ଦେଖାଇଛନ୍ତି ଧର୍ମେନ୍ଦ୍ର । ଏହା ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି ଧର୍ମେନ୍ଦ୍ର ।

ରାଜ୍ୟବାସୀଙ୍କୁ ସର୍ବଦା ମାସ୍କ ପିନ୍ଧିବା ସହ ସତର୍କ ରହିବା ଓ କୋଭିଡ୍‌ ନିୟମକୁ ପାଳନ କରିବା ପାଇଁ ପରାମର୍ଶ ଦେଇଛନ୍ତି । ଟ୍ୱିଟ କରି ଧର୍ମେନ୍ଦ୍ର କହିଛନ୍ତି ଯେ, ସୋମବାର କୋଲକାତାରୁ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜ୍ୟ ସରକାରଙ୍କ କୋଭିଡ୍ ନିୟମ ଅନୁସାରେ ମୁଁ ମୋର ଆରଟିପିସିଆର ରିପୋର୍ଟକୁ ଦେଖାଇଲି । କୋରୋନା ମହାମାରୀ ସମୟରେ ଆମେ ନିଜେ ସତର୍କ ରହିବା, ନିଜେ ନିଜର ଦାୟିତ୍ବକୁ ପାଳନ କରିବା ବୋଲି ସେ କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.