ETV Bharat / city

ଶନିବାର ଓଡିଶା ଆସୁଛନ୍ତି କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ

author img

By

Published : Sep 20, 2019, 8:13 PM IST

ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ । ସେ ରାଷ୍ଟ୍ରୀୟ ଏକତା ଅଭିଯାନ ଅନ୍ତର୍ଗତ ଏକ ବୁଦ୍ଧିଜୀବୀ ସମ୍ମିଳନୀରେ ଅନୁଛେଦ ୩୭୦ ଓ ୩୫ (ଏ) ଉଚ୍ଛେଦ ସଂର୍ପକରେ ଆଲୋଚନା କରିବେ । ଏନେଇ ଅଧିକ ପଢନ୍ତୁ...

ପାଇଲ ଫଟୋ

ଭୁବନେଶ୍ବର: ଆସନ୍ତାକାଲି (21 ସେପ୍ଟେମ୍ବର) ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ । ଓଡିଶା ଗସ୍ତରେ ଆସି ଭୁବନେଶ୍ବର ହୋଟେଲ ନିୟୁ ମ୍ୟାରିଅନଠାରେ ସକାଳ ୧୦.୩୦ରେ ରାଷ୍ଟ୍ରୀୟ ଏକତା ଅଭିଯାନ ଅନ୍ତର୍ଗତ ଏକ ବୁଦ୍ଧିଜୀବୀ ସମ୍ମିଳନୀରେ ଅନୁଛେଦ ୩୭୦ ଓ ୩୫ (ଏ) ଉଚ୍ଛେଦ ସଂର୍ପକରେ ଆଲୋଚନା କରିବେ । ଏନେଇ ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

ଏହି ଗସ୍ତରେ ସେ ଜନ ସମ୍ପର୍କ ଓ ଜନଜାଗରଣ ଯାତ୍ରା ଅବସରରେ ଜମ୍ମୁ କାଶ୍ମୀରରେ ଅନୁଛେଦ ୩୭୦ ଓ ୩୫ (ଏ) ଉଚ୍ଛେଦ ପରେ ତାର ଉବଲବ୍ଧି ସମ୍ପର୍କରେ ଶେଖାୱତ ଯୁବପିଢୀ ଓ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରିବେ । ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଏବଂ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖ ଯୋଗ ଦେବେ । ଅନୁଛେଦ ୩୭୦ ଓ ୩୫ (ଏ) ଉଚ୍ଛେଦ ପରେ ଜାମ୍ମୁ-କାଶ୍ମୀର ବାସିନ୍ଦାଙ୍କ ଜୀବନଶୈଳୀରେ କିପରି ପରିବର୍ତ୍ତନ ହୋଇଛି ସେ ନେଇ ଜନସାଧାରଣଙ୍କୁ କେନ୍ଦ୍ରମନ୍ତ୍ରୀ ଶେଖାୱତ ଅବଗତ କରାଇବେ ବୋଲି ଗୋଲକ ମହାପାତ୍ର କହିଛନ୍ତି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro:ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ । ଶ୍ରୀ ଶେଖାୱତ ଓଡିଶା ଗସ୍ତରେ ଆସି ଭୁବନେଶ୍ୱର ହୋଟେଲ ନିୟୁ ମ୍ୟାରିଅନଠାରେ ସକାଳ ୧୦.୩୦ରେ ରାଷ୍ଟ୍ରୀୟ ଏକତା ଅଭିଯାନ ଅନ୍ତର୍ଗତ ଏକ ବୁଦ୍ଧିଜୀବୀ ସମ୍ମିଳନୀରେ ଅନୁଛେଦ ୩୭୦ ଓ ୩୫ (ଏ) ଉଚ୍ଛେଦ ସଂର୍ପକରେ ଆଲୋଚନା କରିବେ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ଜନ ସଂର୍ପକ ଓ ଜନଜାଗରଣ ଯାତ୍ରା ଅବସରରେ ଜାମ୍ମୁ କାଶ୍ମିରୀରେ ଅନୁଛେଦ ୩୭୦ ଓ ୩୫ (ଏ) ଉଚ୍ଛେଦ ପରେ ତାର ଉବଲବ୍ଧୀ ସଂର୍ପକରେ ଶ୍ରୀ ଶେଖାୱତ ଯୁବପିଢୀ ଓ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରିବେ । ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଏବଂ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖ ଯୋଗ ଦେବେ । ଅନୁଛେଦ ୩୭୦ ଓ ୩୫ (ଏ) ଉଚ୍ଛେଦ ପରେ ଜାମ୍ମୁ ୍ କାଶ୍ମିରୀ ବାସିନ୍ଦାଙ୍କ ଜୀବନଶୈଳୀରେ କିପରି ପରିବର୍ତନ ହୋଇଛି ସେ ନେଇ ଜନସାଧାରଣଙ୍କୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶେଖାୱତ ଅବଗତ କରାଇବେ ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।Body:କConclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.