ETV Bharat / city

ଭୁବନେଶ୍ବରରେ କେନ୍ଦ୍ର ପେଟ୍ରୋଲିୟମ ରାଷ୍ଟ୍ରମନ୍ତ୍ରୀ ରାମେଶ୍ବର ତେଲି

author img

By

Published : Aug 20, 2021, 11:06 AM IST

ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ପେଟ୍ରୋଲିୟମ ରାଷ୍ଟ୍ରମନ୍ତ୍ରୀ ରାମେଶ୍ବର ତେଲି । ବିମାନ ବନ୍ଦରରେ ପହଞ୍ଚିବା ପରେ ଭୁବନେଶ୍ୱର ଜିଲ୍ଲା ବିଜେପି ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ଅଧିକ ପଢନ୍ତୁ...

ଭୁବନେଶ୍ବରରେ କେନ୍ଦ୍ର ପେଟ୍ରୋଲିୟମ ରାଷ୍ଟ୍ରମନ୍ତ୍ରୀ ରାମେଶ୍ବର ତେଲି
ଭୁବନେଶ୍ବରରେ କେନ୍ଦ୍ର ପେଟ୍ରୋଲିୟମ ରାଷ୍ଟ୍ରମନ୍ତ୍ରୀ ରାମେଶ୍ବର ତେଲି

ଭୁବନେଶ୍ବର: ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ପେଟ୍ରୋଲିୟମ ରାଷ୍ଟ୍ରମନ୍ତ୍ରୀ ରାମେଶ୍ବର ତେଲି । ବିମାନ ବନ୍ଦରରେ ପହଞ୍ଚିବା ପରେ ଭୁବନେଶ୍ୱର ଜିଲ୍ଲା ବିଜେପି ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ଭୁବନେଶ୍ବର ଠାରେ ନବନିର୍ମିତ ସ୍କିଲ ଡେଭେଲପମେଣ୍ଟ କେନ୍ଦ୍ରର ଉଦଘାଟନ କରିବାର କାର୍ଯ୍ୟକ୍ରମରେ ଯୋଗ ଦେବେ ।

ଏହାସହ ଆଇସିଟିର ଭୂମି ପୂଜନ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ ରାମେଶ୍ୱର ତେଲି । ଓଡିଶାର ବିକାଶ କ୍ଷେତ୍ରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନକୁ ପ୍ରଶଂସା କରିଛନ୍ତି । ଅନ୍ୟପଟେ ତୈଳ ଦର ଵୃଦ୍ଧି ପ୍ରସଙ୍ଗରେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ । ଆନ୍ତର୍ଜାତିକ ବଜାର ସହିତ ତେଲ ଦର ବୃଦ୍ଧିର ସମ୍ପର୍କ ରହିଛି । ତୈଳ ଦର ଅଧିକ ନୁହେଁ ବରଂ ତୈଳ ଦର ବୃଦ୍ଧିର ଅନ୍ୟ ଏକ କାରଣ ହେଉଛି ରାଜ୍ୟ ସରକାରଙ୍କ ଟିକସର ମାତ୍ର ଅଧିକ । ରାଜସ୍ଥାନ ,ମହାରାଷ୍ଟ୍ରରେ ତୈଳ ଦର ଅଧିକ ରହିଛି ।

ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.