ETV Bharat / city

ଆଜି ଓଡିଶା ଆସୁଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

author img

By

Published : Feb 5, 2022, 3:59 PM IST

Updated : Feb 6, 2022, 6:43 AM IST

ଆଜି(ରବିବାର) ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଦିନ 12ଟା ସମୟରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସମ୍ବୋଧିତ କରିବେ କେନ୍ଦ୍ର ରେଳମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର । ଅଧିକ ପଢନ୍ତୁ

ଆସନ୍ତାକାଲି ଓଡିଶା ଗସ୍ତରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର: ଆଜି(ରବିବାର) ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଦିନ 12 ଟା ସମୟରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସମ୍ବୋଧିତ କରିବେ କେନ୍ଦ୍ର ରେଳମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଆତ୍ମ ନିର୍ଭର ଭାରତ 2022-23 ବଜେଟକୁ ନେଇ ରାଜ୍ୟବାସୀଙ୍କୁ ଉଦବୋଧନ ଦେବେ ।

ଏହାବି ପଢନ୍ତୁ : ମାଓବାଦୀଙ୍କ ବର୍ବରକାଣ୍ଡ, ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସାମ୍ବାଦିକଙ୍କ ମୃତ୍ୟୁ

ଅପରାହ୍ନ 4ଟା ସମୟରେ କଟକସ୍ଥିତ ସାରଳା ଭବନରେ ଓଡିଶାର ବୁଦ୍ଧିଜୀବୀଙ୍କୁ ଆତ୍ମନିର୍ଭର ଅର୍ଥ ବ୍ୟବସ୍ଥା ଉପରେ ସମ୍ବୋଧିତ କରିବେ ଅଶ୍ୱିନୀ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର । ତେବେ, ମନ୍ତ୍ରୀଙ୍କ ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ, ଇଟିଭି ଭାରତ

Last Updated : Feb 6, 2022, 6:43 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.