ETV Bharat / city

ଭୁବନେଶ୍ବରରେ କେନ୍ଦ୍ର ସଡକ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରୀ - ଭୁବନେଶ୍ବରରେ କେନ୍ଦ୍ର ସଡକ ଓ ପରିବହନ ମନ୍ତ୍ରୀ ନିତିନ ଗଡକରି

ଶନିବାର ଶିକ୍ଷା ଓ ଅନୁସନ୍ଧାନ ବିଶ୍ବ ବିଦ୍ୟାଳୟର ଷଷ୍ଠ ସମାବର୍ତ୍ତନ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇଥିବା ବେଳେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ, କେନ୍ଦ୍ର ତୈଳ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଉଚ୍ଚ ଶିକ୍ଷା ଓ କୃଷି ମନ୍ତ୍ରୀ ଅରୁଣ ସାହୁ ଯୋଗ ଦେଇଛନ୍ତି । ଅଧିକ ପଢନ୍ତୁ...

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର
author img

By

Published : Nov 16, 2019, 5:49 PM IST

ଭୁବନେଶ୍ବର: ରାଜଧାନୀରେ କେନ୍ଦ୍ର ସଡକ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରୀ। ଶନିବାର ଶିକ୍ଷା ଓ ଅନୁସନ୍ଧାନ ବିଶ୍ବ ବିଦ୍ୟାଳୟର ଷଷ୍ଠ ସମାବର୍ତ୍ତନ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇଥିବା ବେଳେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ, କେନ୍ଦ୍ର ତୈଳ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଉଚ୍ଚ ଶିକ୍ଷା ଓ କୃଷିମନ୍ତ୍ରୀ ଅରୁଣ ସାହୁ ଯୋଗ ଦେଇଛନ୍ତି।

ଭିଡିଓ ସୌଜନ୍ୟ:ସମ୍ବାଦଦାତା, ଭୁବନେଶ୍ବର

ଏହି ଅବସରରେ ବିଶ୍ବବିଦ୍ୟାଳୟର ଜଣଙ୍କୁ ସମ୍ମାନ ସୂଚକ ଡକ୍ଟରେଟ ଦିଆଯାଇଥିବା ବେଳେ 167 ଜଣଙ୍କୁ ପିଏଚଡ଼ି, 14 ଜଣଙ୍କୁ କୁଳାଧିପତି ସ୍ଵର୍ଣ୍ଣପଦକ, ୧୩୨ ଜଣଙ୍କୁ ବିଶ୍ବବିଦ୍ୟାଳୟ ସ୍ଵର୍ଣ୍ଣ ପଦକ ପ୍ରଦାନ କରାଯାଇଛି । ସେହିପରି 1ହଜାର 243 ଜଣଙ୍କୁ ପୋଷ୍ଟ ଗ୍ରାଜୁଏଟ ଏବଂ 4 ହଜାର 542 ଜଣଙ୍କୁ ଅଣ୍ଡର ଗ୍ରାଜୁଏଟ ଡିଗ୍ରୀ ପ୍ରଦାନ କରାଯାଇଛି ।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

Intro:ଭୁବନେଶ୍ୱରରେ ସଡକ ଓ ପରିବହନ କେନ୍ଦ୍ରମନ୍ତ୍ରୀ ନିତିନ ଗଡକରି।

ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ଷଷ୍ଠ ସମବର୍ତ୍ତନ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ଗଣେସି ଲାଲ। କେନ୍ଦ୍ର ସଡକ ପରିବହନ କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରି, କେନ୍ଦ୍ର ତୈଳ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଉଚ୍ଚ ଶିକ୍ଷା ଓ କୃଷି ମନ୍ତ୍ରୀ ଅରୁଣ ସାହୁ ଯୋଗ ଦେଇଛନ୍ତି।

Body:
ଜଣଙ୍କୁ ସମ୍ମାନ ସୂଚକ ଡକ୍ଟରେଟ। ୧୬୭ ଜଣଙ୍କୁ ପିଏଚଡ଼ି। ୪ ଜଣଙ୍କୁ କୁଳାଧିପତି ସ୍ଵର୍ଣ ପଦକ। ୧୩୨ ଜଣଙ୍କୁ ବିଶ୍ବବିଧ୍ୟଳୟ ସ୍ଵର୍ଣ ପଦକ ପ୍ରଦାନ କରାଯିବ। ସେହିପରି ୧୨୪୩ ଜଣଙ୍କୁ ପୋଷ୍ଟ ଗ୍ରାଜୁଏଟ ଏବଂ ୪୫୪୨ ଜଣଙ୍କୁ ଅଣ୍ଡର ଗ୍ରାଜୁଏଟ ଡିଗ୍ରୀ ପ୍ରଦାନ କରାଯାଇଛି।

Conclusion:

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.