ETV Bharat / city

ନୂଆ ରୂପ ପାଇବ ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମପୀଠ ସୁଆଣ୍ଡୋ - ନୂଆ ରୂପ ପାଇବ ଗୋପବନ୍ଧୁଙ୍କ ଜନ୍ମପୀଠ

ନୂଆ ରୂପ ପାଇବ ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମପୀଠ ସୁଆଣ୍ଡୋ । ଏହି କାର୍ଯ୍ୟର ସମୀକ୍ଷା କରିବା ଲାଗି ସୁଆଣ୍ଡୋ ଗସ୍ତ କରିଛନ୍ତି ବିଭାଗୀୟ କମିଶନର । ଅଧିକ ପଢନ୍ତୁ...

ନୂଆ ରୂପ ପାଇବ ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମପୀଠ ସୁଆଣ୍ଡୋ

author img

By

Published : Jul 22, 2021, 10:56 PM IST

ଭୁବନେଶ୍ବର: ନୂଆ ରୂପ ପାଇବ ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମପୀଠ ସୁଆଣ୍ଡୋ । ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି କାର୍ଯ୍ୟର ସମୀକ୍ଷା କରିବା ଲାଗି ସୁଆଣ୍ଡୋ ଗସ୍ତ କରିଛନ୍ତି ବିଭାଗୀୟ କମିଶନର ତଥା ଶାସନ ସଚିବ ସୁରେଶ ଚନ୍ଦ୍ର ଦଳେଇ । ସେଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଉଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି ସଚିବ ।

ନୂଆ ରୂପ ପାଇବ ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମପୀଠ ସୁଆଣ୍ଡୋ
ନୂଆ ରୂପ ପାଇବ ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମପୀଠ ସୁଆଣ୍ଡୋ
ନୂଆ ରୂପ ପାଇବ ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମପୀଠ ସୁଆଣ୍ଡୋ
ନୂଆ ରୂପ ପାଇବ ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମପୀଠ ସୁଆଣ୍ଡୋ

ଓବିସିସିର ନିର୍ବାହୀ ଯନ୍ତ୍ରୀ ସୁନ୍ଦର ମାଧବ ପାଢ଼ୀ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସଚିବଙ୍କୁ ଅବଗତ କରାଇଛନ୍ତି । ପୂର୍ବ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମାପନ କରିବା ଏବଂ କାର୍ଯ୍ୟର ମାନ ବଜାୟ ରଖିବା ପାଇଁ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସଚିବଙ୍କ ଏହି ଗସ୍ତ ସମୟରେ ବିଭାଗୀୟ ଅତିରିକ୍ତ ଶାସନ ସଚିବ ତଥା ନିର୍ଦ୍ଦେଶକ ରଞ୍ଜନ କୁମାର ଦାସଙ୍କ ସମେତ ସତ୍ୟବାଦୀ ତହସିଲଦାର ଓ ପୁରୀ ଜିଲ୍ଲା ସଂସ୍କୃତି ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.