ETV Bharat / city

ଓଡିଶାର 15 ଖଣି ଓ 16 ଲଘୁ ଖଣିଜ ବ୍ଲକର ହେବ ନିଲାମ: ଖଣିମନ୍ତ୍ରୀ - ଖୁବଶୀଘ୍ର ଓଡିଶାର 15 ଟି ପ୍ରମୁଖ ଖଣି ହେବ ନିଲାମ

ଖୁବଶୀଘ୍ର ଓଡିଶାର 15 ଟି ପ୍ରମୁଖ ଖଣି ଏବଂ 16 ଟି ଲଘୁ ଖଣିଜ ବ୍ଲକର ନିଲାମ ହେବ । 2021-2022 ଆର୍ଥିକ ବର୍ଷରେ 49530 କୋଟି ଟଙ୍କାର ଖଣି ରାଜସ୍ୱ ଆଦୟ ହୋଇଛି । ଓଡିଶା 1 ନଂ ଭାବେ ରାଷ୍ଟ୍ରୀୟ ଖଣିଜ ବିକାଶ ପୁରସ୍କାର ପାଇଛି । କେନ୍ଦ୍ରମନ୍ତ୍ରୀ ଅମିତ ଶାହାଙ୍କ ଠାରୁ ପୁରସ୍କାର ଗ୍ରହଣ କରିଛି ରାଜ୍ୟ । ଏନେଇ ଆଜି ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲିକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଅଧିକ ପଢନ୍ତୁ

ଖଣି ମନ୍ତ୍ରୀ
ଖଣି ମନ୍ତ୍ରୀ
author img

By

Published : Jul 13, 2022, 7:55 PM IST

Updated : Jul 13, 2022, 8:06 PM IST

ଭୁବନେଶ୍ବର: ଖୁବଶୀଘ୍ର ଓଡିଶାର 15 ଟି ପ୍ରମୁଖ ଖଣି ଏବଂ 16 ଟି ଲଘୁ ଖଣିଜ ବ୍ଲକର ନିଲାମ ହେବ । 2021-2022 ଆର୍ଥିକ ବର୍ଷରେ 49530 କୋଟି ଟଙ୍କାର ଖଣି ରାଜସ୍ୱ ଆଦୟ ହୋଇଛି । ଓଡିଶା 1 ନଂ ଭାବେ ରାଷ୍ଟ୍ରୀୟ ଖଣିଜ ବିକାଶ ପୁରସ୍କାର ପାଇଛି । କେନ୍ଦ୍ରମନ୍ତ୍ରୀ ଅମିତ ଶାହାଙ୍କ ଠାରୁ ପୁରସ୍କାର ଗ୍ରହଣ କରିଛି ରାଜ୍ୟ । ଏନେଇ ଆଜି ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲିକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

ଓଡିଶାର 15 ଟି ଖଣି ଓ 16 ଟି ଲଘୁ ଖଣିଜ ବ୍ଲକର ହେବ ନିଲାମ: ଖଣି ମନ୍ତ୍ରୀ

ଖଣି ମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ସରକାର 2015 ରେ ଖଣି ନୀତିରେ ନୂଆ ସଂସ୍କାର ଆଣିବା ପରେ ଅଧିକ ଲାଭନ୍ବିତ ହୋଇଛି ଓଡିଶା । ଖଣି କ୍ଷେତ୍ରରେ ବିରାଟ ପରିବର୍ତ୍ତନ ଆସିଛି । ବର୍ତ୍ତମାନ ସୁଦ୍ଧା 22 ଟି ଖଣିର ଲିଜ ଅବଧି ଶେଷ ହୋଇଥିବାବେଳେ 37 ଖଣିଜ ବ୍ଲକର ନିଲାମ ପ୍ରକ୍ରିୟା ଶେଷ ହୋଇଛି । 5-T ପଦକ୍ଷେପ ଆଧାରରେ ଖଣିଜ ଉତ୍ତୋଳନ, ମ୍ୟାପିଂ ପାଇଁ i3MS ବ୍ୟବସ୍ଥା କରାଯାଇଛି । ଆଗକୁ ଆଉ 15 ଟି ପ୍ରମୁଖ ଖଣି ଏବଂ 16 ଟି ଲଘୁ ଖଣିଜ ବ୍ଲକର ନିଲାମ କରାଯିବ । ଚଳିତବର୍ଷ ମୋଟ ଖଣିଜ ପଦାର୍ଥର ଉତ୍ପାଦନ 107.546 ମିଲିୟନ ଟନ ହୋଇଛି । ପରିବହନ ହୋଇଛି 100.612 ମିଲିୟନ ଟନ ।

ଯାହାକି ଦେଶରେ ଆବଶ୍ୟକ ହେଉଥିବା ଲୁହା ପଥରର 50 ପ୍ରତିଶତ କେବଳ ଓଡିଶା ପୂରଣ କରୁଛି । 2020-21 ରେ 13791 କୋଟି ଟଙ୍କାର ଖଣି ରାଜସ୍ୱ ମିଳିଥିବା ବେଳେ 21-22 ରେ 49530 କୋଟି ଟଙ୍କାର ଖଣି ରାଜସ୍ୱ ଆସିଛି । ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା 11887 କୋଟି ଟଙ୍କାର ରାଜସ୍ୱ ସଂଗ୍ରହ କରାଯାଇଛି । ଯାହାକି ବିଗତ ବର୍ଷ ତୁଳନାରେ 21.78 ପ୍ରତିଶତ ଅଧିକ ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jul 13, 2022, 8:06 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.