ETV Bharat / city

24 ଘଣ୍ଟାରେ 10 ଜିଲ୍ଲାରେ ବର୍ଷା ଆଶଙ୍କା - ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ

ଆସନ୍ତା 24 ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ଅନୁମାନ କରିଛି ପାଣିପାଗ ବିଭାଗ ।

ଫଟୋ ସୌଜନ୍ୟ: ପ୍ରତିନିଧି, ଭୁବନେଶ୍ବର
author img

By

Published : Jul 10, 2019, 8:42 PM IST

ଭୁବନେଶ୍ବର: ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି । ଉପକୂଳ ଅଞ୍ଚଳରେ ଅଧିକ ବୃଷ୍ଟିପାତ ଆଶଙ୍କା କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଭୁବନେଶ୍ବର

ଆସନ୍ତା 24 ଘଣ୍ଟା ମଧ୍ୟରେ ଉତ୍ତର ଓଡିଶା ସମେତ ଝାରସୁଗୁଡା, ସମ୍ବଲପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ, କଟକ , ଯାଜପୁର, ଭଦ୍ରକ, ଖୋର୍ଦ୍ଧା, ନୟାଗଡ ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବ । ପୁରୀ ସମୁଦ୍ର ଅଶାନ୍ତ କାରଣରୁ ଜୁଆର ଉଠିବାର ସମ୍ଭାବନା ରହିଛି । ସେଥିପାଇଁ ଆସନ୍ତା 24 ଘଣ୍ଟା ମଧ୍ୟରେ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ଏଚ ଆର ବିଶ୍ବାସ ପରାମର୍ଶ ଦେଇଛନ୍ତି ।

ଭୁବନେଶ୍ବରରୁ ଶତରୂପା ସାମନ୍ତରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.