ETV Bharat / city

ବଙ୍ଗୋପସାଗରରେ ଲଘୁଚାପ, ଆସନ୍ତା ୩ ଦିନ ପ୍ରବଳ ବର୍ଷିବ

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୩ରୁ ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

author img

By

Published : Oct 21, 2019, 10:15 PM IST

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଆସନ୍ତା ୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର: ଦକ୍ଷିଣପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହେବ । ଏହାର ପ୍ରଭାବରେ ଆସନ୍ତା ୨୩ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୨୩ ତାରିଖ ବୁଧବାର ଗଜପତି, ଗଞ୍ଜାମ, ରାୟଗଡା, ପୁରୀ, କନ୍ଧମାଳ, ନୟାଗଡ଼, ନୂଆପଡା ଏବଂ ବଲାଙ୍ଗୀରରେ ପ୍ରବଳ ବର୍ଷା ହେବ । ୨୪ ତାରିଖରେ ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେଓଗଡ଼, ଅନୁଗୋଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର ଏବଂ କଟକ ଜିଲ୍ଲା ଗୁଡିକରେ ମଧ୍ୟ ପ୍ରବଳ ବର୍ଷା ହେବ ।

ସେହିଭଳି ୨୫ ତାରିଖ ଶୁକ୍ରବାର କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ବର, ନୟାଗଡ଼, ଯାଜପୁର ଏବଂ ଢେଙ୍କାନାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୋମବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାଗୁଡିକର ଜିଲ୍ଲାପାଳ, କୃଷି ବିଭାଗକୁ ଚିଠି ଜାରି କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

Intro:ଆସନ୍ତା ୩ ଦିନ ପ୍ରବଳ ବର୍ଷିବ।

Body:ଦକ୍ଷିଣପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହେବ,ଏହାର ପ୍ରଭାବରେ ଆସନ୍ତା ୨୩,୨୪ ଏବଂ ୨୫ ରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।ଆସନ୍ତା ୨୩ ତାରିଖ ବୁଧବାର ଗଜପତି, ଗଂଜାମ, ରାୟଗଡା, ପୁରୀ,କନ୍ଧମାଳ, ନୟାଗଡ଼, ନୂଆପଡା ଏବଂ ବଲାଙ୍ଗୀର ରେ ପ୍ରବଳ ବର୍ଷା ହେବ।୨୪ ତାରିଖରେ ଗଜପତି, ଗଂଜାମ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେଓଗଡ଼, ଅନୁଗୁଳ,କେନ୍ଦୁଝର, ପୁରୀ,ଖୋର୍ଦ୍ଧା, ନବରଙ୍ଗପୁର ଏବଂ କଟକ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବ ଏବଂ ସେହିଭଳି ୨୫ ତାରିଖ ଶୁକ୍ରବାର କେଉଁଝର, ମୟୁରଭଞ୍ଜ, କଟକ,ବାଲେଶ୍ୱର, ନୟାଗଡ଼, ଯାଜପୁର, ଏବଂ ଢେଙ୍କାନାଳରେ ପ୍ରବଳ ବର୍ଷା ହେବ ବୋଲି ସୋମବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାଗୁଡିକର ଜିଲ୍ଲାପାଳ ,କୃଷି ବିଭାଗକୁ ଚିଠି ଜାରି କରାଯାଇଛି।

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.