ETV Bharat / city

ବର୍ଷା ନେଇ ପୁଣି ସତର୍କ ସୂଚନା - 24ଘଣ୍ଟାରେ ବିଭିନ୍ନ ସ୍ଥାନରେ ବର୍ଷା

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା । ୧୯ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବର୍ଷା । ଅଧିକ ପଢନ୍ତୁ.....

weather
ବର୍ଷା ନେଇ ପୁଣି ସତର୍କ ସୂଚନା
author img

By

Published : Mar 16, 2020, 2:33 AM IST

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟାରେ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଦକ୍ଷିଣ ଛତିଶଗଡ଼ ଉପରେ ଏକ ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼,ଝାରସୁଗୁଡା, ନୟାଗଡ଼,ସମ୍ବଲପୁର,ବଲାଙ୍ଗୀର,ବୌଦ୍ଧ, ନୂଆପଡା, ମୟୁରଭଞ୍ଜ, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବର୍ଷା ନେଇ ପୁଣି ସତର୍କ ସୂଚନା

ସେହିପରି ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର,ନୟାଗଡ଼,କଳାହାଣ୍ଡି, ମୟୁରଭଞ୍ଜ, କନ୍ଧମାଳ ଓ ନୂଆପଡା ଜିଲ୍ଲାରେ ଘଡଘଡି ସହ ବର୍ଷା ହେବ । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ । ତେବେ ଶନିବାର ,ଭବାନୀପାଟଣାରେ ସର୍ବାଧିକ ତାପମାତ୍ରା ୩୬ ଡିଗ୍ରୀ ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.