ETV Bharat / city

ଫିକା ପଡିବ ଦୀପାବଳୀ: 28 ଯାଏଁ ପ୍ରବଳ ବର୍ଷିବ - ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା 24ରୁ ୨୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଅଧିକ ପଢନ୍ତୁ...

ଫିକା ପଡିବ ଦୀପାବଳୀ: 28 ଯାଏଁ ପ୍ରବଳ ବର୍ଷିବ
author img

By

Published : Oct 23, 2019, 9:24 PM IST

Updated : Oct 23, 2019, 10:41 PM IST

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା 24ରୁ ୨୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଅକ୍ଟୋବର 24 ତାରିଖରୁ 26 ତାରିଖ ଯାଏ ରାଜ୍ୟର କେତେକ ଜିଲ୍ଲାକୁ ଅରେଞ୍ଜ ୱାର୍ନିଙ୍ଗ ଜାରି କରାଯାଇଥିବା କେତେକ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ସେହିପରି କେତେକ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ବର ସ୍ଥିତ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି ।

weather-update-forecasting-of-heavy-rain-fall-in-5days
ଫିକା ପଡିବ ଦୀପାବଳୀ: 28 ଯାଏଁ ପ୍ରବଳ ବର୍ଷିବ

ଆସନ୍ତା 24 ତାରିଖରେ ଅରେଞ୍ଜ ୱାର୍ନିଙ୍ଗ ଜାରି କରାଯାଇଥିବା ଜିଲ୍ଲା ଗୁଡିକ ହେଲା- କୋରାପୁଟ, ଗଜପତି, ଗଞ୍ଜାମ ଓ ପୁରୀ । ସେହିପରି ମାଲକାନଗିରି, ରାୟଗଡା, କଳାହାଣ୍ଡି କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କଟକ, ସୁନ୍ଦରଗଡ, କେନ୍ଦ୍ରାପଡା ଓ ଭଦ୍ରକକୁ ୟେଲୋ ୱାର୍ନିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ସୁନ୍ଦରଗଡ, ବରଗଡ଼, ସମ୍ବଲପୁର, ଦେଓଗଡ଼ ଏବଂ କେନ୍ଦୁଝରରେ ପ୍ରବଳର ନେଇ ଅରେଞ୍ଜ ଆଲର୍ଟ ଏବଂ ସୋନପୁର, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ଅନୁଗୁଳ,କନ୍ଧମାଳ, ବୌଦ୍ଧ ଏବଂ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି।

25 ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ସେହିପରି 26 ତାରିଖରୁ 28 ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି ।

ଓଡିଶାର ଦକ୍ଷିଣ ଉପକୂଳରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

Intro:ପାଣିପାଗ ସ୍ୱତନ୍ତ୍ର ବୁଲେଟିନ।

Body:ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ,୨୪,୨୫,୨୬,୨୭,ଏବଂ ୨୮ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଭାରତୀୟ ପାଣିପାଗ ବିଭାଗ।ଏନେଇ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଯାରି କରାଯାଇଛି।

୨୪ ତାରିଖରେ ଗଞ୍ଜାମ, କୋରାପୁଟ, ଗଜପତି ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଅରେଞ୍ଜ ୱାର୍ନିଙ୍ଗ ଜାରି କରାଯାଇଛି।ସେହିପରି ମାଲକାନଗିରି, ରାୟଗଡା, କଳାହାଣ୍ଡି କନ୍ଧମାଳ, ନୟାଗଡ଼,ଖୋର୍ଦ୍ଧା ,ଜଗତସିଂହପୁର, କଟକ,ସୁନ୍ଦରଗଡ ଏବଂ କେନ୍ଦ୍ରାପଡା ରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାନିଂ ଜାରି କରାଯାଇଛି।

ସେହିପରି ଦ୍ୱିତୀୟ ଦିନ ଅର୍ଥାତ ୨୪ ତାରିଖରେ ସୁନ୍ଦରଗଡ, ବରଗଡ଼,ସମ୍ବଲପୁର, ଦେଓଗଡ଼ ଏବଂ କେଓଁଝର ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଆଲର୍ଟ ଏବଂ ସୋନପୁର, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ଅନୁଗୁଳ,କନ୍ଧମାଳ, ବୌଦ୍ଧ ଏବଂ ମୟୁରଭଞ୍ଜ ରେ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି।

୨୫ ତାରିଖରେ ମୟୁରଭଞ୍ଜ, କେଓଁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି।

ଦକ୍ଷିଣ ଉପକୂଳରେ ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Conclusion:
Last Updated : Oct 23, 2019, 10:41 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.