ETV Bharat / city

ବର୍ଷା ନେଇ 8ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ

ଆସନ୍ତା ୨୪ ଘଣ୍ଟାରେ ବରଗଡ଼,ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ଼,କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଅଧିକ ପଢନ୍ତୁ...

weather-update-in-imd-bbsr
weather-update-in-imd-bbsr
author img

By

Published : Mar 14, 2020, 4:41 AM IST

ଭୁବନେଶ୍ବର: ରାଜ୍ୟର 8ଟି ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଙ୍ଗ ଜାରି । ଆସନ୍ତା ୨୪ ଘଣ୍ଟାରେ ବରଗଡ଼,ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ଼,କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ବର୍ଷା ନେଇ 8ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ

ସେହିପରି ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି । ୧୪ ତାରିଖରେ ବରଗଡ଼, ଝାରସୁଗୁଡା, ସମ୍ବଲପୁର, ଭଦ୍ରକ,ବାଲେଶ୍ୱର,ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଓ ଦେଓଗଡ଼ ଜିଲ୍ଲାରେ ୩୦ ରୁ ୪୦ କିମି ବେଗରେ ପବନ ବହିବା ସହ ଘଡଘଡି ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଙ୍ଗ ଜାରି ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।

ସେପଟେ ଗତ ୨୪ ଘଣ୍ଟାରେ କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ସର୍ବାଧିକ ୩୫.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡରେ ସର୍ବନିମ୍ନ ୧୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.