ETV Bharat / city

୧୬ ଜିଲ୍ଲାକୁ ବର୍ଷା ନେଇ ୟେଲୋ ଆଲର୍ଟ

author img

By

Published : Mar 7, 2020, 11:07 PM IST

୧୬ ଜିଲ୍ଲାରେ ବର୍ଷା ନେଇ ୟେଲୋ ଆଲର୍ଟ ଜାରି। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ। ଆସନ୍ତା ୨୪ ଘଣ୍ଟାରେ ୧୬ଟି ଜିଲ୍ଲାକୁ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଅଧିକ ପଢନ୍ତୁ...

ରାଜ୍ୟରେ ୧୬ ଜିଲ୍ଲାରେ ବର୍ଷା: ୟେଲୋ ଆଲର୍ଟ ଜାରି

ଭୁବନେଶ୍ବର: ରାଜ୍ୟର ୧୬ ଜିଲ୍ଲାରେ ବର୍ଷା ନେଇ ୟେଲୋ ଆଲର୍ଟ ଜାରି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ । ଆସନ୍ତା ୨୪ ଘଣ୍ଟାରେ ୧୬ଟି ଜିଲ୍ଲାକୁ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।

କନ୍ଧମାଳ, ଅନୁଗୋଳ, ବୌଦ୍ଧ, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, ରାୟଗଡା, ଗଜପତି, କୋରାପୁଟ, ଯାଜପୁର, କଟକ, ନୂଆପଡା ,କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡା ଓ ଗଞ୍ଜାମ ଜିଲ୍ଲାରେ ଘଡଘଡି ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ୟେଲୋ ଆଲର୍ଟ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଭାଗ ।

ଗତ ୨୪ ଘଣ୍ଟାରେ ଫୁଲବାଣୀରେ ସର୍ବାଧିକ ୪୦ ମିମି , ଅନୁଗୋଳରେ ୩୦ ମିମି ବର୍ଷା ରେକର୍ଡ କରାଯାଇଛି। ଭୁବନେଶ୍ବରରେ ଆକାଶ ମେଘୁଆ ରହିବା ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.