ETV Bharat / city

ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ; ଶ୍ରୀଜିଉଙ୍କୁ କରିବେ ଦର୍ଶନ - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗୁରୁବାର ପୁରୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀଜିଉଙ୍କ ଦର୍ଶନ କରିବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ।

cm visit puri
cm visit puri
author img

By

Published : Jan 15, 2020, 9:43 PM IST

ପୁରୀ: ଗୁରୁବାର ପୁରୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଗସ୍ତ କାର୍ଯ୍ୟକ୍ରମରେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ବିଭିନ୍ନ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିବେ । ଶ୍ରୀକ୍ଷେତ୍ର ବିକାଶ ଓ ସୌନ୍ଦର୍ଯ୍ୟ କରଣ ଆରମ୍ଭ ହୋଇଥିବା ବିଭିନ୍ନ ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

PHOTO
ଶ୍ରୀଜିଉଙ୍କ ଦର୍ଶନ କରିବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ

ଏହା ସହ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ଗୁରୁବାର ପୂର୍ବାହ୍ନରେ ଭୁବନେଶ୍ବର ବିମାନ ବନ୍ଦରରୁ ବାହାରି ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବେ । ସେଠାରୁ ସିଧା ସଳଖ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଶ୍ରୀମନ୍ଦିରରୁ ବାହାରି ପୌରସଂସ୍ଥା ମାର୍କେଟ ଛକ ପଡିଆରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ।

ଭୁବନେଶ୍ବରରୁ ତପନ ଦାସ, ଇଟିଭି ଭାରତ

Intro:
ଆସନ୍ତା କାଲି ପୁରୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ମହାପ୍ରଭୁ ଜଗନ୍ନାଥ ଙ୍କ ଦର୍ଶନ କରିବା ସହ ବିଭିନ୍ନ ପ୍ରକଳ୍ପ ର ସମୀକ୍ଷା ମଧ୍ୟ କରିବେ ।ଶ୍ରୀ କ୍ଷେତ୍ରର ବିକାଶ ପାଇଁ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ର ତଦାରଖ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।Body:ଏହା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।କାଲି ପୂର୍ବାହ୍ନ ରେ ଭୁବନେଶ୍ୱର ବିମାନ ବନ୍ଦର ରୁ ବାହାରି ପୁରୀ ତାଳବଣିଆ ହେଲିପ୍ଯାଡ୍ ରେ ପହଞ୍ଚି,ପରେ ଶ୍ରୀ ଜୀଉଙ୍କୁ ଦର୍ଶନ କରିବେ ।Conclusion:ଏହା ପରେ ପୈରସଂସ୍ଥା ମାର୍କେଟ ଛକ୍ ପଡିଆରେ ବିଭିନ୍ନ ପ୍ରକଳ୍ପ ର ଶିଳାନ୍ୟାସ ର କାର୍ଯ୍ୟକ୍ରମ ରହିଛି ।
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.