ETV Bharat / city

3 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା - ପାଣିପାଗ ଖବର

ରାଜ୍ୟର ତିନି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ପଶ୍ଚିମ ମୌସୁମୀ ଏବେ ଦୁର୍ବଳ ଅବସ୍ଥାରେ ରହିଛି। ଅଧିକ ପଢନ୍ତୁ...

3 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
3 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
author img

By

Published : Aug 11, 2021, 8:54 PM IST

ଭୁବନେଶ୍ବର: ବିହାର ଠାରୁ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ, ଝାଡଖଣ୍ଡ ଏବଂ ଆଭ୍ୟନ୍ତରୀଣ ଓଡିଶା ଉପରେ ଉତ୍ତର ଦକ୍ଷିଣ ଟ୍ରଫ ଲାଇନ ମଧ୍ୟରେ ଏକ ଘୁର୍ଣ୍ଣିବଳୟ ରହିଛି । ଦକ୍ଷିଣ ପଶ୍ଚିମ ମୌସୁମୀ ଏବେ ଦୁର୍ବଳ ଅବସ୍ଥାରେ ରହିଛି ।

3 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗୁରୁବାର ସକାଳ ୮.୩୦ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା, କଟକ,ଜଗତସିଂହପୁର, ପୁରୀ,ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ,ଢେଙ୍କାନାଳ, କନ୍ଧମାଳ, ରାୟଗଡା ,କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଗତ ୨୪ ଘଣ୍ଟାରେ କେନ୍ଦ୍ରାପଡା ଗରଦପୁରରେ ସର୍ବାଧିକ ୯୭.୦ ମିମି, ସତ୍ୟବାଦୀରେ ୬୪.୦ ମିମି ବର୍ଷା ରେକର୍ଡ କରାଯାଇଛି । ଅଗଷ୍ଟ ୧୧ ପର୍ଯ୍ୟନ୍ତ ୪୯୪ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୬୯୮.୦ ମିମି ଯାହା ୨୯ ପ୍ରତିଶତ କମ ବର୍ଷା ରେକର୍ଡ କରାଯାଇଛି । ୨୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଏବଂ ୮ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି। ଭଦ୍ରକ,ଗଜପତି, ଯାଜପୁର ଓ ବଲାଙ୍ଗୀରରେ ୪୦ ପ୍ରତିଶତ ବର୍ଷା ରେକର୍ଡ କରାଯାଇଛି।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ,ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.