ETV Bharat / city

ସୋମବାର 9 ଜିଲ୍ଲାରେ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

9 ଜିଲ୍ଲାକୁ ଘଡଘଡି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ଅଧିକ ପଢନ୍ତୁ

author img

By

Published : Jan 23, 2022, 9:38 PM IST

Updated : Jan 23, 2022, 10:33 PM IST

ସୋମବାର 9 ଜିଲ୍ଲାରେ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
ସୋମବାର 9 ଜିଲ୍ଲାରେ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ପାଗରେ ପରିବର୍ତ୍ତନ । ଶୀତ ପ୍ରଭାବ ହ୍ରାସ ପାଇବା ସହ ରାତି ତାପମାତ୍ରାରେ ପରିବର୍ତ୍ତନ ଆଶିଛି । ଫଳରେ ଆସନ୍ତା 24 ଘଣ୍ଟା ମଧ୍ୟରେ ଘଡଘଡି ବର୍ଷା ହେବାର ସମ୍ଭାବନା ରହିଛି । 9 ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହ ସତର୍କ ରହିବାକୁ ପରାମର୍ଶ ଦେଲା ଆଞ୍ଚଳିକ ପାଣିପାଗ ବିଭାଗ ।

ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଉଛି ଭଦ୍ରକ, ବାଲେଶ୍ୱର, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ କଟକ । ଏହିସବୁ ଜିଲ୍ଲାଗୁଡିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ସୋମବାର ସକାଳ 8.30 ସୁଦ୍ଧା 9 ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated : Jan 23, 2022, 10:33 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.