ETV Bharat / city

ରାଜ୍ୟରେ ଆଉ ୨୪ ଘଣ୍ଟା ବର୍ଷିବ, ୧୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ - odisha rain alert

ରାଜ୍ୟରେ ଆଉ ୨୪ ଘଣ୍ଚା ଜାରି ରହିବ ବର୍ଷା । ପରେ କ୍ରମଶଃ ହ୍ରାସ ପାଇବ ପରିମାଣ । ତେବେ ଆସନ୍ତା ୨୪ ଘଣ୍ଟା ପାଇଁ 18 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅଧିକ ପଢନ୍ତୁ...

ରାଜ୍ୟରେ ଆଉ ୨୪ ଘଣ୍ଟା ବର୍ଷିବ, ୧୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

author img

By

Published : Oct 19, 2021, 10:36 PM IST

ଭୁବନେଶ୍ବର: ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ବିହାର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଯାହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ କ୍ରମଶଃ କମିବ। ତେବେ ଆସନ୍ତାକାଲି ସକାଳ ୮.୩୦ ପର୍ଯ୍ୟନ୍ତ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁରରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ରାଜ୍ୟରେ ଆଉ ୨୪ ଘଣ୍ଟା ବର୍ଷିବ, ୧୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ସେହିଭଳି କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷା ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲା ଗୁଡିକରେ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହାସହ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.