ETV Bharat / city

ବଜ୍ରପାତ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

author img

By

Published : Feb 15, 2021, 8:17 PM IST

ବଜ୍ରପାତ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୫.୪ ଡିଗ୍ରୀ । ଅଧିକ ପଢନ୍ତୁ...

ବଜ୍ରପାତ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ
ବଜ୍ରପାତ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା, ମଙ୍ଗଳବାର ପାଗ ଶୁଖିଲା ରହିବ, ୧୭ ତାରିଖ ବୁଧବାର ଠାରୁ ବିଜୁଳି ଘଡଘଡି ସହିତ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବୁଧବାର ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବ । ସେହିପରି ୧୮ ତାରିଖ ଗୁରୁବାର ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାରେ ଘଡଘଡି ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

ଫୁଲବାଣୀରେ ୧୧.୫ ଡିଗ୍ରୀ ସହ ସବୁଠୁ ଥଣ୍ଡା ସହର । ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ସ୍ୱାଭାବିକ ଠାରୁ କମ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା ଯଥେଷ୍ଟ ବୃଦ୍ଧି ପାଇବାରେ ଲାଗିଛି ।ଭୁବନେଶ୍ୱରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.