ETV Bharat / city

ମୌସୁମୀ ଦୁର୍ବଳ: ବଜ୍ରପାତ ସହ ବର୍ଷା ନେଇ 10 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

author img

By

Published : Sep 3, 2020, 7:44 PM IST

ଆସନ୍ତା ୨୪ ଘଣ୍ଟା ଅର୍ଥାତ୍ ସେପ୍ଟେମ୍ବର 4 ଶୁକ୍ରବାର ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡା, ବରଗଡ଼, ଦେବଗଡ଼, ସୁନ୍ଦରଗଡତ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ମୌସୁମୀ ଦୁର୍ବଳ, ବଜ୍ରପାତ ସହ ବର୍ଷା ନେଇ 10 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ ସମୁଦ୍ରପତନ ଠାରୁ ୨.୧ କିମି ଊର୍ଦ୍ଧ୍ବରେ ରହିଛି । ଏହାର ପ୍ରଭାବରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟା ଅର୍ଥାତ୍ ସେପ୍ଟେମ୍ବର 4 ଶୁକ୍ରବାର ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡା, ବରଗଡ଼, ଦେବଗଡ଼, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ସେପ୍ଟେମ୍ବର ୪ ଓ ୫ ତାରିଖରେ ବର୍ଷା ସ୍ୱାଭାବିକ ରହିବ । ୬ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ ।

ଗତ ୨୪ ଘଣ୍ଟା ଭିତରେ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା, ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ ଉପକୂଳ ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଅନୁଗୁଳ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଝାରସୁଗୁଡା ଜିଲ୍ଲା ଲଖନପୁରରେ ସର୍ବାଧିକ ୮୫.୬ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ଆଠମଲ୍ଲିକରେ ୭୦.୬ ମିମି, କେନ୍ଦୁଝର ଜିଲ୍ଲା ହାଟଡ଼ିହିରେ ୪୦.୧ ମିମି, ରେଙ୍ଗାଲିରେ ୩୮.୦ ମିମି, ଆନନ୍ଦପୁରରେ ୩୧.୪ ମିମି, ନୂଆଗଡ଼ ୨୫.୨ମିମି, କାଶୀପୁର ୨୪.୪ ମିମି ବର୍ଷା ରେକର୍ଡ କରାଯାଇଛି ।

ଜୁନ ପହିଲାରୁ ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୯୫୨.୬ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ଠାରୁ ୬ ପ୍ରତିଶତ ଅଧିକ । ୯ ଜିଲ୍ଲାରେ ସ୍ୱାଭାବିକ ଠାରୁ ୯ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି । ୧୯ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି । ୨ ଜିଲ୍ଲାରେ କମ ବର୍ଷା ରେକର୍ଡ କରାଯାଇଛି । ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୫.୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଭୁବନେଶ୍ୱର କଟକ ଟ୍ବିନ ସିଟିର କିଛି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.