ETV Bharat / city

ଘନ କୁହୁଡି ନେଇ 7 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

author img

By

Published : Feb 4, 2021, 10:21 PM IST

ଆଗାମୀ ଦିନରେ ରାଜ୍ୟରେ ଶୀତର ଲହରୀ ବୃଦ୍ଧି ପାଇବା ନେଇ ସୂଚନା ଦେଲା ଆଞ୍ଚଳିକ ପାଣିପାଗ ବିଭାଗ । ସତର୍କ ରହିବାକୁ ପରାମର୍ଶ । ଅଧିକ ପଢନ୍ତୁ...

ଘନ କୁହୁଡି ନେଇ 7 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
ଘନ କୁହୁଡି ନେଇ 7 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ପୁଣି ବଢିପାରେ ଶୀତ । ଆଗାମୀ 24 ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖାଦେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏନେଇ ସତର୍କତା ମଧ୍ୟ ଜାରି କରିଛି ବିଭାଗ ।

ତେବେ ଘନ କୁହୁଡି ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨ଦିନ ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆସନ୍ତା ୨୪ ଘଣ୍ଟା, ଶୁକ୍ରବାର ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର କୁହୁଡି ଦେଖାଦେବ । ଅନ୍ୟପଟେ ସାରା ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।ଭୁବନେଶ୍ବରରୁ ସଞ୍ଜିବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.