ETV Bharat / city

କାଳବୈଶାଖୀ ନେଇ 10 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି

author img

By

Published : Apr 12, 2021, 7:54 PM IST

ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ତାତି କମିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ଏକ ଘୁର୍ଣ୍ଣିବଳୟ ସ଼ଷ୍ଟି ହୋଇଛି। ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ କାଳବୈଶାଖୀ ସମ୍ଭାବନା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ଅଧିକ ପଢନ୍ତୁ...

କାଳବୈଶାଖୀ ନେଇ 10 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି
କାଳବୈଶାଖୀ ନେଇ 10 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ତାତି କମିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ କାଳବୈଶାଖୀ ସମ୍ଭାବନା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ ।

କାଳବୈଶାଖୀ ନେଇ 10 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

ଆସନ୍ତା 3 ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଜିଲ୍ଲାରେ ସ୍ୱାଭାବିକ ଠାରୁ ତାପମାତ୍ରା କମ ରହିଛି । ଆସନ୍ତା 48 ଘଣ୍ଟା ପରେ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି ।

କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହାସହ 30 ରୁ 40 କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.