ETV Bharat / city

5 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

author img

By

Published : Apr 17, 2021, 8:24 PM IST

ଆସନ୍ତା 24 ଘଣ୍ଟା ଅର୍ଥାତ୍ ରବିବାର ମଧ୍ୟରେ 5 ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବ। ଏନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅଧିକ ପଢନ୍ତୁ...

5 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍
5 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍

ଭୁବନେଶ୍ବର: କିଛି କିଛି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହୋଇଛି । ଏହାର ପ୍ରଭାବରେ ତାପମାତ୍ରା କମ ରହିଛି । ଏପଟେ ଆସନ୍ତା 24 ଘଣ୍ଟା ଅର୍ଥାତ୍ ରବିବାର ମଧ୍ୟରେ 5 ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବ। ଏନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

5 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍

ସେହିପରି ୧୮ ତାରିଖରେ ଭୁବନେଶ୍ୱର ସମେତ ଆଭ୍ୟନ୍ତରୀଣ କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି । ତେବେ ଗତ ୨୪ ଘଣ୍ଟାରେ ବାରିପଦା ଠାରେ ସର୍ବୋଚ୍ଚ ତାପମାତ୍ରା ୩୯.୫ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଅନ୍ୟାନ୍ୟ ଜିଲ୍ଲାରେ 40 ଡିଗ୍ରୀ ଠାରୁ କମ୍ ତାପମାତ୍ରା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.