ETV Bharat / city

ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବିରେ ନବୀନ ନିବାସ ଘେରିଲା ଯୁବ କଂଗ୍ରେସ

author img

By

Published : Oct 20, 2021, 12:56 PM IST

ମହାଲିଙ୍ଗ ସନସାଇନ୍ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ମୃତ୍ୟୁ ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରି ନବୀନ ନିବାସ ଘେରିଲା ଯୁବ କଂଗ୍ରେସ । ଅଧିକ ପଢନ୍ତୁ...

ଗୃହରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବିରେ ନବୀନ ନିବାସ ଘେରିଲା ଯୁବ କଂଗ୍ରେସ

ଭୁବନେଶ୍ବର: ତୀବ୍ର ହେଉଛି ମହାଲିଙ୍ଗ ସନସାଇନ୍ ସ୍କୁଲ୍ ଶିକ୍ଷୟିତ୍ରୀ ମମିତା ମେହେର ମୃତ୍ୟୁ ମାମଲା । ଗୃହରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରି ନବୀନ ନିବାସ ଘେରିଲା ଯୁବ କଂଗ୍ରେସ । ଗତକାଲି(ମଙ୍ଗଳବାର) ମମିତାଙ୍କ ଗଳିତ ମୃତଦେହ ଉଦ୍ଧାର ପରେ ଫେରାର୍ ସ୍କୁଲ୍ ପରିଚାଳନା କମିଟି ମୁଖ୍ୟ ଧରାପଡିଛି ।

ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବିରେ ନବୀନ ନିବାସ ଘେରିଲା ଯୁବ କଂଗ୍ରେସ

ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ଆଜି(ବୁଧବାର) ନବୀନ ନିବାସ ଘେରିଛନ୍ତି । ନବୀନ ନିବାସକୁ କଂଗ୍ରେସ କର୍ମୀ ଧସେଇ ପଶିବାକୁ ଉଦ୍ୟମ କଲାବେଳେ ପୋଲିସ ସେମାନଙ୍କୁ ଅଟକାଇଛି । ଏହି ସମୟରେ ଯୁବ କଂଗ୍ରେସ କର୍ମୀଙ୍କ ସହ ପୋଲିସ ମୁହାଁମୁହିଁ ହୋଇଥିବା ଦେଖିବାକୁ ମିଳିଛି । ଏପରିକି କେତେକ କଂଗ୍ରେସ କର୍ମୀଙ୍କୁ ମଧ୍ୟ ପୋଲିସ ଗିରଫ କରିଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.