ETV Bharat / city

ସିଏମସିରୁ ନୂଆ ୧୨୭ କୋରୋନା ପଜିଟିଭ ଚିହ୍ନଟ

author img

By

Published : Aug 22, 2020, 9:00 PM IST

କଟକ ମହାନଗର ନିଗମରେ ଶନିବାର ୧୨୭ଟି କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିରୁ ୩୩ ଜଣ ହୋମକ୍ୱାରଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୪୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । ୪୭ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...

ସିଏମସିରୁ ଶନିବାର ୧୨୭ କୋରୋନା ପଜିଟିଭ ଚିହ୍ନଟ

କଟକ: କଟକ ମହାନଗର ନିଗମରେ ଶନିବାର ୧୨୭ଟି କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିରୁ ୩୩ ଜଣ ହୋମକ୍ୱାରଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୪୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । ୪୭ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏପର୍ଯ୍ୟନ୍ତ ସିଏମସି ଅଞ୍ଚଳରୁ ୩୧୦୪ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୧୮୬୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୧୭ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ୧୧୭୯ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତେବେ ଶନିବାର ୩ ଜଣଙ୍କର ମୃତ୍ୟୁ ଘଟିଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.