ETV Bharat / city

ଲକଡାଉନ ନିୟମ ଉଲଙ୍ଘନ: ୨୪ ଘଣ୍ଟାରେ ୧୩ ମାମଲା ରୁଜୁ - ଲକଡାଉନ ନିୟମ ଉଲଙ୍ଘନ

ଲକଡାଉନ ନିୟମ ଉଲଙ୍ଘନ ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୬୯୩ଟି ମାମଲା ରୁଜୁ କରାଯାଇଛି।

_lock down violation
୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୧୩ ଟି ମାମଲା ରୁଜୁ
author img

By

Published : Jul 1, 2020, 4:57 PM IST

କଟକ: ଲକଡାଉନ ନିୟମ ଉଲଙ୍ଘନ ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୬୯୩ଟି ମାମଲା ରୁଜୁ କରାଯାଇଛି। ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ମଙ୍ଗଳବାର ରୁ ବୁଧବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୩ଟି ମାମଲା ରୁଜୁ କରାଯାଇଛି। ଏହି ୧୩ଟି ମାମଲା ମଧ୍ୟରୁ ୯ ଟି ମାମଲା ଲକଡାଉନ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ୧ଟି ମାମଲା ହୋମ କ୍ୱାରଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି। ତେବେ ଅନ୍ୟ ୩ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.