ETV Bharat / city

ସିଏମସିରେ ସୋମବାର ୧୪୭ କୋରୋନା ପଜିଟିଭ ଚିହ୍ନଟ - ସିଏମସିରେ ସୋମବାର ୧୪୭ କୋରୋନା ପଜିଟିଭ ଚିହ୍ନଟ

କଟକ ମହାନଗର ନିଗମରେ ସୋମବାର ୧୪୭ଟି କୋରୋନା ପଜିଟିଭ ଚିହ୍ନଟ କରାଯାଇଛି। ସେଥିରୁ ୫୬ ଜଣ ହୋମକ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...

ସିଏମସିରେ ସୋମବାର ୧୪୭ କୋରୋନା ପଜିଟିଭ ଚିହ୍ନଟ

author img

By

Published : Sep 1, 2020, 12:02 AM IST

କଟକ: କଟକ ମହାନଗର ନିଗମରେ ସୋମବାର ୧୪୭ଟି କୋରୋନା ପଜିଟିଭ ଚିହ୍ନଟ କରାଯାଇଛି। ସେଥିରୁ ୫୬ ଜଣ ହୋମକ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ସେହିପରି ୫୭ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୪୯୨୪ ଜଣ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୨୯୧୪ ଜଣ ସୁସ୍ଥ ହୋଇ ଫେରିଛନ୍ତି। ଅନ୍ୟପକ୍ଷରେ ୨୬ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ୧୯୮୪ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.