ETV Bharat / city

ସିଏମସିରେ ଶନିବାର ୧୯୬ କୋରୋନା ପଜିଟିଭ ଚିହ୍ନଟ

କଟକ ମହାନଗର ନିଗମରେ ଶନିବାର ୧୯୬ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୭୬ ସ୍ଥାନୀୟ ପଜେଟିଭ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...

author img

By

Published : Aug 29, 2020, 10:56 PM IST

ସିଏମସିରେ ଶନିବାର ୧୯୬ କୋରୋନା ପଜେଟିଭ ଚିହ୍ନଟ

କଟକ: କଟକ ମହାନଗର ନିଗମରେ ୧୯୬ଟି କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିରୁ ୬୧ ଜଣ ହୋମକ୍ୱାରଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୫୯ ଜଣ ଶିକ୍ଷାନୁଷ୍ଠାନ କ୍ୱାରଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି।

୭୬ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୪୫୭୧ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୨୭୧୮ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୨୫ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୧୮୨୮ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।ତେବେ ଶନିବାର ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.