ETV Bharat / city

ସିଏମସିରୁ ୨୦୪ କୋରୋନା ଆକ୍ରାନ୍ତ, ୭୪ ସ୍ଥାନୀୟ ଚିହ୍ନଟ - 204 new corona positives reported

ଶୁକ୍ରବାର ସିଏମସି ଅଞ୍ଚଳରୁ ୨୦୪ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଛି । ସେଥିରୁ ୭୪ ଜଣ ହୋମକ୍ୱାରଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୫୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...

ସିଏମସି ଅଞ୍ଚଳରୁ ୨୦୪ କୋରୋନା ଆକ୍ରାନ୍ତ, ୭୪ ସ୍ଥାନୀୟ ଚିହ୍ନଟ

author img

By

Published : Aug 28, 2020, 10:07 PM IST

କଟକ: ଶୁକ୍ରବାର ସିଏମସି ଅଞ୍ଚଳରୁ ୨୦୪ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଛି । ସେଥିରୁ ୭୪ ଜଣ ହୋମକ୍ୱାରଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୫୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି ।

୭୪ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୪୩୭୫ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୨୬୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ୧୭୫୨ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.