ETV Bharat / city

ତାଲାବନ୍ଦ ନିୟମ ଉଲଙ୍ଘନ, ୨୪ ଘଣ୍ଟାରେ ରାଜ୍ୟରେ ୬ ମାମଲା ରୁଜୁ

author img

By

Published : Aug 7, 2020, 8:26 PM IST

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୩୨୨ ଟି ମାମଲା ରୁଜୁ କରାଯାଇଛି । ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୬ ଟି ମାମଲା ରୁଜୁ କରାଯାଇଛି ।

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା,୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୬ ଟି ମାମଲା ରୁଜୁ

କଟକ: ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୩୨୨ ଟି ମାମଲା ରୁଜୁ କରାଯାଇଛି ।

ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୬ ଟି ମାମଲା ରୁଜୁ କରାଯାଇଛି । ଏହି ୬ ଟି ମାମଲା ମଧ୍ୟରୁ ସମସ୍ତ ୬ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.