ETV Bharat / city

ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂତନ ବିଚାରପତି ନିଯୁକ୍ତ - odisha High Court

ଓଡିଶା ହାଇକୋର୍ଟରେ ନିଯୁକ୍ତ ହେଲେ ଆଉ ଜଣେ ନୂଆ ବିଚାରପତି । ଆଦିତ୍ୟ କୁମାର ମହାପାତ୍ର ନୂଆ ଦାୟିତ୍ବ ତୁଲାଇବେ । ଅଧିକ ପଡନ୍ତୁ...

ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂତନ ଚାରପତି ଭାବେ ନିଯୁକ୍ତ

author img

By

Published : Nov 3, 2021, 3:31 PM IST

କଟକ: ଓଡିଶା ହାଇକୋର୍ଟରେ ନିଯୁକ୍ତ ହେଲେ ଆଉ ଜଣେ ନୂଆ ବିଚାରପତି । ଆଦିତ୍ୟ କୁମାର ମହାପାତ୍ର ନୂଆ ଦାୟିତ୍ବ ତୁଲାଇବେ। କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରିବା ପରେ ଏନେଇ ବିଜ୍ଞପ୍ତି ପ୍ରକାଶିତ ହୋଇଛି ।

ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂତନ ଚାରପତି ଭାବେ ନିଯୁକ୍ତ
ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂତନ ବିଚାରପତି ନିଯୁକ୍ତ

ଆଦିତ୍ୟଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ ସୁପ୍ରିମକୋର୍ଟ କଲେଜିୟମ । ଓଡିଶା ହାଇକୋର୍ଟ ବିଚାରପତି ଭାବେ ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର ଖୁବଶୀଘ୍ର ଯୋଗ ଦେବେ ବୋଲି ଆଶା କରାଯାଉଛି । ନିକଟରେ ଜଷ୍ଟିସ ମୃଗାଙ୍ଗ ଶେଖର ସାହୁ, ଜଷ୍ଟିସ ରାଧାକୃଷ୍ଣ ପଟ୍ଟନାୟକ ଓ ଜଷ୍ଟିସ ଶଶିକାନ୍ତ ମିଶ୍ର ହାଇକୋର୍ଟ ଜଜ ଭାବେ ଶପଥ ଗ୍ରହଣ କରିଥିଲେ। ଏହି ନୂଆ ନିଯୁକ୍ତି ପରେ ଓଡିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୮ରେ ପହଞ୍ଚିଛି।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.