ETV Bharat / city

କଟକରେ ଆଉ ୯୮ କୋରୋନା ପଜିଟିଭ ଚିହ୍ନଟ

author img

By

Published : Oct 13, 2020, 11:26 PM IST

କଟକ ମହାନଗର ନିଗମରେ ଆଉ 98 କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 53 ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅଧିକ ପଢ଼ନ୍ତୁ...

another 98 corona positive detected in cuttack
କଟକରେ ଆଉ ୯୮ କୋରୋନା ପଜିଟିଭ ଚିହ୍ନଟ

କଟକ: କଟକ ମହାନଗର ନିଗମରେ ମଙ୍ଗଳବାର ଆଉ ୯୮ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ହୋମ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୩ ଜଣ ସରକାରୀ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । ସେହିଭଳି ୪୫ ଜଣ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ କଟକ ମହାନଗର ନିଗମ ଅଞ୍ଚଳରେ କୋରୋନା ଆକ୍ରାନ୍ତ ସଂଖ୍ୟା ୧୩ ହଜାର ୪୬୦କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୧୨ ହଜାର ୭୨୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଥିବା ବେଳେ ୫୯ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୮୫୮ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.