ETV Bharat / city

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲା, ପୋଲିସ ଡିଜିଙ୍କୁ ହାଇକୋର୍ଟଙ୍କ ନୋଟିସ

author img

By

Published : Nov 9, 2020, 5:10 PM IST

ବହୁଚର୍ଚ୍ଚିତ ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲାରେ ପୋଲିସ ମହାନିର୍ଦ୍ଦେଶକଙ୍କୁ ହାଇକୋର୍ଟଙ୍କ ନୋଟିସ ଜାରି କଲେ ହାଇକୋର୍ଟ । ବ୍ୟକ୍ତିଗତ ଭାବେ ହାଜର ହୋଇ ପକ୍ଷ ରଖିବାକୁ ନୋଟିସରେ ନିର୍ଦ୍ଦେଶ । ଅଧିକ ପଢନ୍ତୁ ....

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲା, ପୋଲିସ ଡିଜିଙ୍କୁ ହାଇକୋର୍ଟଙ୍କ ନୋଟିସ
ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲା, ପୋଲିସ ଡିଜିଙ୍କୁ ହାଇକୋର୍ଟଙ୍କ ନୋଟିସ

କଟକ: ବହୁଚର୍ଚ୍ଚିତ ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲାରେ ପୋଲିସ ମହାନିର୍ଦ୍ଦେଶକଙ୍କୁ ହାଇକୋର୍ଟଙ୍କ ନୋଟିସ । କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟାରେ ଅସନ୍ତୋଷ ପ୍ରକାଶ କରିବା ସହ ବ୍ୟକ୍ତିଗତ ଭାବେ ଡିଜିଙ୍କୁ ହାଜର ହୋଇ ପକ୍ଷ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟାଳୟ । ଏହାସହ ଆସନ୍ତା 18 ତାରିଖରେ ମାମାଲର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି ।

ସୂଚନା ଅନୁସାରେ ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିବାବେଳେ ନିରପେକ୍ଷ ଓ ତ୍ବରିତ ତଦନ୍ତ ପାଇଁ ସିବିଆଇ ତଦନ୍ତ ଦାବିକରି ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରାଯାଇଥିଲା ।

କଟକରୁ ନାରାୟଣ ସାହୁ , ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.