ETV Bharat / city

ଆଜିଠୁ ବିଧାନସଭାର ବଜେଟ ଅଧିବେଶନ - ଆଜିଠାରୁ ବିଧାନସଭା ବଜେଟ ଅଧିବେଶନ

ଆଜି ଠାରୁ ବିଧାନସଭାରେ ବଜେଟ୍ ଅଧିବେଶନ ଆରମ୍ଭ ହେବ । ଫେବୃୟାରୀ ୧୮ ତାରିଖରେ ଆର୍ଥିକ ବର୍ଷ ୨୦୨୦-୨୧ ପାଇଁ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଅଧିକ ପଢନ୍ତୁ...

ଫାଇଲ ଫଟୋ
ଫାଇଲ ଫଟୋ
author img

By

Published : Feb 14, 2020, 8:20 AM IST

ଭୁବନେଶ୍ବର: ଆଜି ଠାରୁ ବିଧାନସଭାରେ ବଜେଟ୍ ଅଧିବେଶନ ଆରମ୍ଭ ହେବ । ରାଜ୍ୟପାଳ ଗୃହରେ ଅଭିଭାଷଣ ରଖିବେ। ଫେବୃୟାରୀ ୧୮ ତାରିଖରେ ଆର୍ଥିକ ବର୍ଷ ୨୦୨୦-୨୧ ପାଇଁ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ।

ଚଳିତ ବଜେଟ ଅଧିବେଶନ ୨ଟି ପର୍ଯ୍ୟାୟରେ ହେବ । ଶୁକ୍ରବାର ଠାରୁ ଆରମ୍ଭ ହୋଇ ଏପ୍ରିଲ ୯ ତାରିଖରେ ଶେଷ ହେବ ଏହି ଅଧିବେଶନ । ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୪ରୁ ଆରମ୍ଭ ହୋଇ ୨୬ ତାରିଖ ଯାଏଁ ଚାଲିବ । ସେହିପରି ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ମାର୍ଚ୍ଚ ୧୧ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୯ ତାରିଖରେ ସମ୍ପୂର୍ଣ୍ଣ ହେବ । ଚଳିତ ଅଧିବେଶନରେ ରହିଛି ମୋଟ ୩୧ଟି କାର୍ଯ୍ୟ ଦିବସ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.